www.samajalive.in
Monday, December 8, 2025
16.1 C
Bhubaneswar

ଜିନ୍ଦଲ କାରଖାନାରେ ଭୀଷଣ ଅଗ୍ନିକାଣ୍ଡ 

ଅନୁଗୋଳ : ସ୍ଥାନୀୟ ନିଶା ସ୍ଥିତି ଜିନ୍ଦଲ ଷ୍ଟିଲ ଏଣ୍ଡ ପାୱାର କମ୍ପାନୀର ଲୁହା କାରଖାନାରେ ସୋମବାର ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟିଥିବା ଜଣାପଡିଛି । ସୋମବାର ରାତିରେ କାରଖାନାର ବ୍ଲାଷ୍ଟ ଫରନେସରେ ବଡ଼ ଧରଣର ବିସ୍ଫୋରଣ ଘଟିଛି । ବିସ୍ପୋରଣରେ କାହାର କିଛି କ୍ଷତି କିମ୍ବା ମୃତ୍ୟୁ ହୋଇଥିବାର ସୂଚନା ମିଳି ନଥିବା ଜିଲା ଆରକ୍ଷୀ ଅଧିକ୍ଷକ ସୂଚନା ପ୍ରଦାନ କରିଛନ୍ତି। ତେଵେ ଖବର ପାଇ ଘଟଣାସ୍ଥଳକୁ ପୁଲିସ ଓ ଜିଲା ପ୍ରଶାସନ ଅଧିକାରୀମାନେ ପହଞ୍ଚି ଏହାର ତଦନ୍ତ ଆରମ୍ଭ କରିଛନ୍ତି । କେଉଁ କାରଣରୁ ଫରନେସରେ ବିସ୍ଫୋରଣ ଘଟିଲା ତାର ଅନୁସନ୍ଧାନ ଆରମ୍ଭ ହୋଇଛି । ଖୁବ ଶୀଘ୍ର ସମସ୍ତ ତଥ୍ୟ ଜଣା ପଡିବ ବୋଲି କୁହାଯାଇଛି ।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories