www.samajalive.in
Friday, December 5, 2025
20.1 C
Bhubaneswar

କାରକୁ ଧକ୍କା ଦେଲା ଟ୍ରକ ; ୨ ମୃତ

ନୂଆଦିଲ୍ଲୀ : ଦିଲ୍ଲୀର ଆରକେ ପୁରମର ହୟାତ ହୋଟେଲ ନିକଟରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଥିବା ନେଇ ଗୁରୁବାର ଖବର ମିଳିଛି। ଏକ ଟ୍ରକ କାରକୁ ଧକ୍କା ଦେବାରୁ ଏଭଳି ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ପତିପତ୍ନୀଙ୍କ ମୃତ୍ୟୁ ହୋଇଥିବା ବେଳେ ସେମାନଙ୍କ ୬ ବର୍ଷର ଝିଅ ଅଳ୍ପକେ ବର୍ତ୍ତି ଯାଇଛି। ମିଳିଥିବା ସୂଚନା ଅନୁଯାୟୀ, ଟ୍ରକ ନିୟନ୍ତ୍ରଣ ହରାଇ କାରକୁ ଧକ୍କା ଦେଇଥିଲା। କାରରେ ପତିପତ୍ନୀ ଓ ତାଙ୍କ ୬ ବର୍ଷର ଝିଅ ଥିଲେ।
ଏହି ଦୁର୍ଘଟଣାରେ ମହିଳା ଏବଂ ତାଙ୍କ ସ୍ୱାମୀଙ୍କର ମୃତ୍ୟୁ ଘଟିଛି । ଆରକେ ପୁରମର ହୋଟେଲ ନିକଟରେ ଦୁର୍ଘଟଣା ସମ୍ପର୍କରେ ପୁଲିସ ଖବର ପାଇ ଘଟଣାସ୍ଥଳରେ ପହଞ୍ଚିଥିଲେ। ମୃତଦେହ ଉଦ୍ଧାର ସହ ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି।

Hot this week

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

Related Articles

Popular Categories