www.samajalive.in
Wednesday, December 10, 2025
14.1 C
Bhubaneswar

ଆୟକର ବିଲ୍‌ ୨୦୨୫ ପ୍ରତ୍ୟାହୃତ, ୧୧ରେ ଆଗତ ହେବ ନୂଆ ବିଧେୟକ

ସମାଜ ଡିଜିଟାଲ ଡେସ୍କ: ଗତ ଫେବୃୟାରୀ ମାସରେ ଲୋକ ସଭାରେ ଆଗତ ହୋଇଥିବା ଆୟକର ବିଲ୍ ୨୦୨୫ ପ୍ରତ୍ୟାହାର କରିନେଇଛନ୍ତି କେନ୍ଦ୍ର ସରକାର। ୧୯୬୧ ଆୟକର ଆଇନକୁ ହଟାଇ ନୂଆ ଆଇନ ଆଣିବା ଉଦ୍ଦେଶ୍ୟରେ ସରକାର ଏହାକୁ ଆଗତ କରିଥିଲେ।

କେନ୍ଦ୍ର ଅର୍ଥ ମନ୍ତ୍ରୀ ନିର୍ମଳା ସୀତାରମଣ ଏହି ଆୟକର ବିଲ୍‌କୁ ପ୍ରତ୍ୟାହାର କରିଛନ୍ତି। ଏହା ବଦଳରେ ଆଉ ଏକ ନୂଆ ବିଧେୟକ ଆସନ୍ତା ୧୧ ତାରିଖରେ ଆଗତ କରାଯିବ। ସାଂସଦ ବୈଜୟନ୍ତ ପଣ୍ଡାଙ୍କ ନେତୃତ୍ଵରେ ଗଠିତ ମନୋନୟନ କମିଟିର ସୁପାରିସ କ୍ରମେ ଉକ୍ତ ବିଲ୍‌ରେ କିଛିଟା ପରିବର୍ତ୍ତନ କରାଯାଇଛି। ନୂଆ ରୂପରେ ଏହି ବିଲ୍‌କୁ ଆସନ୍ତା ସୋମବାର ଆଗତ କରାଯିବ।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories