www.samajalive.in
Saturday, December 13, 2025
26.1 C
Bhubaneswar

ରାଜ୍ୟର ସରକାରୀ କର୍ମଚାରୀମାନଙ୍କ ଗ୍ରାଚୁଇଟି ସୀମା ୧୫ ଲକ୍ଷରୁ ୨୦ ଲକ୍ଷ ଟଙ୍କାକୁ ବୃଦ୍ଧି

ଭୁବନେଶ୍ୱର: ରାଜ୍ୟର ସରକାରୀ କର୍ମଚାରୀ ମାନଙ୍କ ପାଇଁ ଗ୍ରାଚୁଇଟିର ସୀମା ୧୫ ଲକ୍ଷ ଟଙ୍କାରୁ ୨୦ ଲକ୍ଷ ଟଙ୍କାକୁ ବୃଦ୍ଧି କରିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ନିଷ୍ପତ୍ତି ଗ୍ରହଣ କରିଛନ୍ତି।

ଏହି ନିଷ୍ପତ୍ତି ଅନୁଯାୟୀ, ରାଜ୍ୟର ସରକାରୀ କର୍ମଚାରୀ ମାନଙ୍କ ମୃତ୍ୟୁ ତଥା ଅବସର କାଳୀନ ଗ୍ରାଚ୍ୟୁଟି (ଡିସିଆରଜି)କୁ ୧୫ ଲକ୍ଷ ରୁ 20 ଲକ୍ଷ ଟଙ୍କାକୁ ୦୧.୦୧.୨୦୨୪ରୁ ପିଛିଲା ଭାବରେ ଲାଗୁ କରାଗଲା । ରାଜ୍ୟର ବିଭିନ୍ନ ସେବା ସଙ୍ଗଠନ ଗୁଡିକ ଏଥିପାଇଁ ରାଜ୍ୟ ସରକାରଙ୍କ ନିକଟରେ ଅନୁରୋଧ କରିଥିଲେ ।

- Advertisement -

ସୂଚନାଯୋଗ୍ୟ ଯେ କେନ୍ଦ୍ର ସରକାର ୦୧.୦୧.୨୦୨୪ରୁ ସମସ୍ତ ସରକାରୀ କର୍ମଚାରୀଙ୍କ ପାଇଁ କେନ୍ଦ୍ରୀୟ ସିଭିଲ ସର୍ଭିସେସ୍ (ପେନ୍ସନ୍) ନିୟମ ଅନୁଯାୟୀ ମୃତ୍ୟୁ ତଥା ଅବସର କାଳୀନ ଗ୍ରାଚ୍ୟୁଟିକୁ ବୃଦ୍ଧି କରିଛନ୍ତି।

Hot this week

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

ସିମ୍ ବାଇଣ୍ଡିଂ କ’ଣ? ଯାହାକୁ ନେଇ ଚିନ୍ତାରେ…

ନୂଆଦିଲ୍ଲୀ : ଦୂରସଞ୍ଚାର ବିଭାଗ ହ୍ୱାଟ୍ସଆପ୍, ଟେଲିଗ୍ରାମ୍, ସିଗନାଲ୍ ଏବଂ ସ୍ନାପଚାଟ୍...

କ୍ଷମା ମାଗିଲେ ମମତା

ସମାଜ ଲାଇଭ ଡ଼େସ୍କ : ମେସିଙ୍କ ଗସ୍ତ ପରେ କଲକାତା ସଲ୍ଟ...

Related Articles

Popular Categories