www.samajalive.in
Saturday, December 6, 2025
26.1 C
Bhubaneswar

ତୃତୀୟ ଦିନିକିଆ : ନ୍ୟୁଜିଲ୍ୟାଣ୍ଡକୁ ୭ୱିକେଟରେ ହରାଇ ୩-୦ରେ ସିରିଜ ହାତେଇଲା ଭାରତ

ମାଉଣ୍ଟ ମାଙ୍ଗାନୁଇ:  ନ୍ୟୁଜିଲ୍ୟାଣ୍ଡର ମାଉଣ୍ଟ ମାଙ୍ଗାନୁଇ ବେ ଓଭାଲ କ୍ରିକେଟ ଗ୍ରାଉଣ୍ଡରେ ଚାଲିଥିବା ଭାରତ- ନ୍ୟୁଜିଲ୍ୟାଣ୍ଡ ତୃତୀୟ ଦିନିକିଆରେ ଭାରତ ୭ୱିକେଟରେ ନ୍ୟୁଜିଲ୍ୟାଣ୍ଡକୁ ହରାଇ ୩-୦ରେ ସିରିଜ ହାତେଇଛି। ୨୪୪ ରନର ବିଜୟ ଲକ୍ଷ୍ୟକୁ ନେଇ ଭାରତୀୟ ଦଳ ବ୍ୟାଟିଂ ଆରମ୍ଭ କରିଥଲା। ମାତ୍ର ୩ ୱିକେଟ ହରାଇ  ଭାରତ ଲକ୍ଷ୍ୟ ହାସଲ କରିଥିଲା। ଏହି ବିଜୟ ସହ ଭାରତ ୫ଟିକିଆ ଦିନିକିଆ ସିରିଜ୍‌କୁ ଆଗୁଆ ୩-୦ରେ କବଜା କରିନେଇଛି।

Hot this week

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

ଟ୍ରମ୍ପଙ୍କୁ ମିଳିଲା ଫିଫାର ପ୍ରଥମ ଶାନ୍ତି ପୁରସ୍କାର

ସମାଜ ଲାଇଭ ଡ଼େସ୍କ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ନୂତନ...

ଦୁଇ କୁଖ୍ୟାତ ଅପରାଧି କାବୁ, କାର୍ବାଇନ୍ ଜବତ

ଭୁବନେଶ୍ୱର : ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ଚାଷୀଙ୍କ ଦାବି ନେଇ କଳାହାଣ୍ଡିରୁ ଭୁବନେଶ୍ୱର ସାଇକେଲ ଯାତ୍ରା

ବୋଲଗଡ: ଚାଷୀଙ୍କ ବିଭିନ୍ନ ସମସ୍ୟାର ସମାଧାନ ପାଇଁ ଅଣ୍ଟା ଭିଡ଼ିଛି କଳାହାଣ୍ଡି...

ନିଖୋଜ ମହିଳାଙ୍କ ମୁଣ୍ଡବିହୀନ ଶବ ମିଳିବା ଘଟଣାରେ ବଢିଲା ଉତ୍ତେଜନା

କୋରୁକୋଣ୍ଡା : ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ରାଖେଲଗୁଡା ଗାଁରେ ନିଖୋଜ...

Related Articles

Popular Categories