www.samajalive.in
Monday, December 8, 2025
13.1 C
Bhubaneswar

ଫାଇନାଲ ମ୍ୟାଚ୍‌ : ଇଲିଙ୍ଗୱର୍ଥ ଓ କେଟଲବରୋ ଅମ୍ପାୟାର

ଅହମ୍ମଦାବାଦ୍‌ : ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ଖେଳାଯିବାକୁ ଥିବା କ୍ରିକେଟ୍‌ ବିଶ୍ବକପ୍‌ର ଫାଇନାଲ ମ୍ୟାଚ୍‌କୁ ପରିଚାଳନା କରିବେ ରିଚାର୍ଡ ଇଲିଙ୍ଗୱର୍ଥ ଓ ରିଚାର୍ଡ କେଟଲବରୋ। ରବିବାର ନରେନ୍ଦ୍ର ମୋଦୀ ଷ୍ଟାଡିୟମରେ ଖେଳାଯିବାକୁ ଥିବା ଫାଇନାଲ ମ୍ୟାଚ୍‌ ନିମନ୍ତେ ଇଲିଙ୍ଗୱର୍ଥ ଓ କେଟଲବରୋ ପଡ଼ିଆ ଅମ୍ପାୟାର ଭାବେ ଦାୟିତ୍ବ ନିର୍ବାହ କରିବାକୁ ଥିବା ବେଳେ ତୃତୀୟ ଅମ୍ପାୟାର ଭାବେ ଜୋଏଲ୍‌ ୱିଲିସନ ଓ ଚତୁର୍ଥ ଅମ୍ପାୟାର ଭାବେ କ୍ରିସ୍‌ ଗଫାନେ ଦାୟିତ୍ବରେ ରହିବେ। ମ୍ୟାଚ୍‌ ରେଫରି ଭାବେ ଆଣ୍ଡି ପାଏକ୍ରଫ୍ଟଙ୍କୁ ଅନ୍ତର୍ଜାତୀୟ କ୍ରିକେଟ୍‌ ପରିଷଦ (ଆଇସିସି) ତରଫରୁ ନିଯୁକ୍ତ କରାଯାଇଛି।

Hot this week

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

ଯାତ୍ରୀଙ୍କୁ ଟିକଟ ଅର୍ଥ ଫେରାଇଲା ଇଣ୍ଡିଗୋ

ନୂଆଦିଲ୍ଲୀ : ବିମାନ ଉଡାଣ ବାତିଲ ବାବଦକୁ ଇଣ୍ଡିଗୋ ଏୟାର ଲାଇନ୍ସ...

ଅଡ଼ୁଆରେ ପ୍ରଫୁଲ୍ଲ, ରାଜନୈତିକ ଭବିଷ୍ୟତ ନେଇ କଳ୍ପନାଜଳ୍ପନା

ଭୁବନେଶ୍ବର : ଦୁଇପୁଅ ପଦ୍ମ ଧରିବା ପରେ ପୂର୍ବତନ ମନ୍ତ୍ରୀ ତଥା...

ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ଘଟଣାରେ କାର୍ଯ୍ୟାନୁଷ୍ଠାନ: ୩ବରିଷ୍ଠ ଅଧିକାରୀ ନିଲମ୍ବିତ

ପାଣାଜୀ: ଗୋଆର ଏକ ନାଇଟ୍‌ କ୍ଳବରେ ରବିବାର ଘଟିଥିବା ଅଗ୍ନିକାଣ୍ଡରେ ୨୫ଜଣଙ୍କ...

Related Articles

Popular Categories