www.samajalive.in
Sunday, November 16, 2025
15.1 C
Bhubaneswar

ଏସିଆନ ହକି ଚାମ୍ପିଅନ୍ସ ଟ୍ରଫି; ପାକିସ୍ତାନକୁ ହରାଇଲା ଭାରତ

ସମାଜ ଡିଜିଟାଲ ଡେସ୍କ: ଏସିଆନ ହକି ଚାମ୍ପିଅନ୍ସ ଟ୍ରଫି ୨୦୨୪ ମୁକାବିଲାରେ ପାକିସ୍ତାନକୁ ହରାଇଲା ଭାରତୀୟ ପୁରୁଷ ହକି ଦଳ। ୨-୧ଗୋଲରେ ପାକ୍‌‌ ଟିମକୁ ହରାଇ ପଏଣ୍ଟ ଟେବୁଲର ଶୀର୍ଷରେ ପହଞ୍ଚିଛି ଭାରତ। ଭାରତ ପାଇଁ ଦୁଇଟି ଗୋଲ କରିଛନ୍ତି ଅଧିନାୟକ ହରମନପ୍ରୀତ ସିଂହ। ଲିଗ୍‌‌ ପର୍ଯ୍ୟାୟରେ ସମସ୍ତ ୫ଟି ଯାକ ମ୍ୟାଚ ଜିତି ଫାଇନାଲକୁ ଉତୀର୍ଣ୍ଣ ହୋଇଛି ଭାରତ। ଯେତେବେଳେ ବି ଭାରତ-ପାକିସ୍ତାନ ଦଳ ମୁହାଁମୁହିଁ ହୋଇଥାନ୍ତି ମ୍ୟାଚ ରୋମାଞ୍ଚକର ହୋଇଥାଏ। ତେବେ ମ୍ୟାଚ ମଧ୍ୟରେ ପାକିସ୍ତାନର ଷ୍ଟାର ଖେଳାଳି ଅବୁ ମହମ୍ମଦ ଆହତ ହୋଇଛନ୍ତି।

Hot this week

ପୁଲିସର ଯାଞ୍ଚ କଡ଼ାକଡ଼ି

ସମାଜ ଲାଇଭ୍‌: କମିସନରେଟ ପୁଲିସ ପକ୍ଷରୁ ଶନିବାର ବିଳମ୍ବିତ ରାତିରେ ଗାଡ଼ିମୋଟର...

ହ୍ୟୁମାନ ସାଗର ସଙ୍କଟାପନ୍ନ, ଏମ୍ସ ଯାଇ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ହ୍ୟୁମାନ ସାଗର ଙ୍କ ସ୍ବାସ୍ଥ୍ୟ ଅବସ୍ଥା ଚିନ୍ତା...

ସ୍ଥାୟୀ ଜମି ପଟ୍ଟା ପ୍ରଦାନ ପାଇଁ ମାହେଶ୍ୱରୀ ସେନାର ଦାବି

ରେଙ୍ଗାଲିକ୍ୟାମ୍ପ ୧୫/୧୧: ଦୀର୍ଘ ୪୦ବର୍ଷ ଧରି ଗୋଡ଼ଭଗା ଛକ ନିକଟ ରାସ୍ତା...

କିଲାକିଆ ସେବାଶ୍ରମରେ ପିତାମାତା ସହଭାଗିତା କାର୍ଯ୍ୟକ୍ରମ

ଜି.ଉଦୟଗିରି,୧୫/୧୧: ଅନୁସୂଚିତ ଜାତି ଓ ଜନଜାତି ଏବଂ ପଛୁଆ ବର୍ଗ କଲ୍ୟାଣ...

ପୀତବାସ ପଣ୍ଡା ହତ୍ୟା ମାମଲା: ବ୍ରହ୍ମପୁର କାରାମଣ୍ଡଳରେ ସରିଲା ଅଭିଯୁକ୍ତଙ୍କ ଟିଆଇ ପରେଡ୍

ସମାଜ ନ୍ୟୁଜ ଡେସ୍କ- ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ଶନିବାର...

Related Articles

Popular Categories