ଦେଖନ୍ତୁ ଭିଡିଓ ; ବାସ୍‌ ସେହି ମୁହୂର୍ତ୍ତ, ପଡିଆରେ ବିରାଟଙ୍କ ଶତକ ପୂର୍ବରୁ ରୋହିତ ଦେଲେ ଏମିତି ଇସାରା

ନୂଆଦିଲ୍ଲୀ : ଚମ୍ପିଆନ ଟ୍ରଫି ୨୦୨୫ରେ ଟିମ୍‌ ଇଣ୍ଡିଆର ପାକିସ୍ତାନ ସହ ମ୍ୟାଚ୍‌ରେ ବିରାଟ୍‌ କୋହଲି ଶତକ ରନ୍‌ ହାସଲ କରି କୋଟି କୋଟି ଦର୍ଶକଙ୍କ ମନରେ ରାଜ୍‌ କରିଛନ୍ତି। ଦିନିକିଆ ମ୍ୟାଚ୍‌ରେ କୋହଲିଙ୍କ ଏହା ୫୧ ତମ ଶତକ। କୋହଲି ଚଉକା ମାରି ନିଜର ଶତକ ପୂରଣ କରିବା ସହ ଟିମ୍‌ ଦମ୍‌ଦାର୍‌ ବିଜୟ ହାସଲ କରିଥିଲା। ଏହି ମୁକାବିଲାରେ କୋହଲି ୧୪ ହଜାର ରନ୍ ସଂଗ୍ରହ କରି ରେକର୍ଡ କରିଛନ୍ତି View this post … Continue reading ଦେଖନ୍ତୁ ଭିଡିଓ ; ବାସ୍‌ ସେହି ମୁହୂର୍ତ୍ତ, ପଡିଆରେ ବିରାଟଙ୍କ ଶତକ ପୂର୍ବରୁ ରୋହିତ ଦେଲେ ଏମିତି ଇସାରା