www.samajalive.in
Saturday, December 6, 2025
14.1 C
Bhubaneswar

ସ୍ୱାଧୀନତା ଦିବସ; ଜାଣନ୍ତୁ କିଏ କେଉଁଠି କରିବେ ପତାକା ଉତ୍ତୋଳନ

ଭୁବନେଶ୍ୱର : ସ୍ୱାଧୀନତା ଦିବସ ଶୁକ୍ରବାର । ଏହି ଅବସରରେ ରାଜଧାନୀ ଭୁବନେଶ୍ୱର ସମେତ ଅନ୍ୟ ସ୍ଥାନରେ କିଏ କେଉଁଠି ପତାକା ଉତ୍ତୋଳନ କରିବେ ଜାଣନ୍ତୁ..
ଭୁବନେଶ୍ୱରରେ ପତାକା ଉତ୍ତୋଳନ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । କେନ୍ଦୁଝରରେ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂଦେଓ, କଟକରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା, ସମ୍ବଲପୁର ସୁରେଶ ପୂଜାରୀ, ବଲାଙ୍ଗୀର ରବି ନାଏକ, କଳାହାଣ୍ଡି ନିତ୍ୟାନନ୍ଦ ଗଣ୍ଡ, କନ୍ଧମାଳ କୃଷ୍ଣଚନ୍ଦ୍ର ପାତ୍ର, ପୁରୀରେ ପୃଥ୍ୱୀରାଜ ହରିଚନ୍ଦନ, ସୁନ୍ଦରଗଡରେ ମୁକେଶ ମହାଲିଙ୍ଗ, ଗଜପତି ବିଭୂତି ଭୂଷଣ ଜେନା, ଭଦ୍ରକ କୃଷ୍ଣଚନ୍ଦ୍ର ମହାପାତ୍ର, ନବରଙ୍ଗପୁର ଗଣେଶ ରାମ ସିଂଖୁଣ୍ଟିଆ, ସୁବର୍ଣ୍ଣପୁର ସୂର୍ଯ୍ୟବଂଶୀ ସୂରଜ, ଅନୁଗୁଳ ପ୍ରଦୀପ ବଳସାମନ୍ତ, ରାୟଗଡା ଗୋକୁଳାନନ୍ଦ ମଲ୍ଲିକ, ମୟୁରଭଞ୍ଜରେ ସମ୍ପଦ ଚନ୍ଦ୍ର ସ୍ୱାଇଁ ପତାକା ଉତ୍ତୋଳନ କରିବେ ।

ଆଉ ୩ ଦିନ ପରେ ଶନି, ରାହୁ ଓ କେତୁଙ୍କ ଓଲଟା ଚଳନ ପୁଣି ଦୁର୍ଲ୍ଲଭ ଯୋଗ; ଏହି ୪ ରାଶିଙ୍କୁ ମିଳିବ ବଡ ଖୁସି,ହେବ ଧନର ବର୍ଷା..

ଭିଡିଓ ଦେଖି ଆଶ୍ଚର୍ଯ୍ୟ ହେବେ ; ବାଘ ଗୋଡରେ ରାଖି ବାନ୍ଧିଲେ ମହିଳା

- Advertisement -

 

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories