www.samajalive.in
Sunday, December 14, 2025
23.1 C
Bhubaneswar

ରିିଭର ଭ୍ୟୁ ସୋସାଇଟି ପକ୍ଷରୁ ସ୍ୱାଧୀନତା ଦିବସ

ଡେସ୍କ : କଟକ ଉପକଣ୍ଠ ଜଗତପୁର(ନିମପୁର) ଏମ୍ ଏମ୍ ରିଭର ଭ୍ୟୁ ହାଉସିଂ ସୋସାଇଟି ପକ୍ଷରୁ ୭୭ତମ ସ୍ୱାଧୀନତା ଦିବସ ପାଳିତ ହୋଇଯାଇଛି । ଏମ୍ ଏମ୍ ରିଭର ଭ୍ୟୁ ଟାୱାର ପରିସରରେ ଆୟୋଜିତ କାର୍ଯ୍ୟକ୍ରମରେ ସୋସାଇଟିର ସଭାପତି ସଙ୍ଗୀତା ଦାଶ, ସଂପାଦକ ଅମୂଲ୍ୟ ରଂଜନ ରଥଙ୍କ ଉପସ୍ଥିତିରେ ବରିଷ୍ଠ ସଦସ୍ୟ ତଥା ଅବସର ପ୍ରାପ୍ତ ସେନା କର୍ମଚାରୀ କ୍ଷୀରୋଦ ଚନ୍ଦ୍ର ପଣ୍ଡା ଜାତୀୟ ପତାକା ଉତ୍ତୋଳନ କରିଥିଲେ ।

- Advertisement -

ସୋସାଇଟିର କୋଷାଧ୍ୟକ୍ଷ ରାଜେଶ ଚାନ୍ଦ କାଟୋଜ, କାର୍ଯ୍ୟକାରୀ ମଣ୍ଡଳୀ ସଦସ୍ୟ ଶିଶିର କୁମାର ସାହୁ, ପ୍ରିୟଙ୍କା ସରକାର, ସୁଶ୍ମିତା ଅମାତ୍ୟ ଓ ସମସ୍ତ ଅନ୍ତେବାସୀମାନେ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ ।

Hot this week

ମୋକିମଙ୍କ ଚିଠି : ଭକ୍ତଙ୍କ ଉତ୍ତର

ସମାଜ ଲାଇଭ ଡ଼େସ୍କ : ସୋନିଆ ଗାନ୍ଧୀଙ୍କୁ କଂଗ୍ରେସ ନେତା ମହମ୍ମଦ...

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ, ମାଲିକ ଏବଂ ଅନ୍ୟ ଦୁଇ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ...

ନକଲି ସିମ୍ ବିକ୍ରି ଅଭିଯୋଗ; ୨ ଜଣଙ୍କୁ ଧରିଲା ଦିଲ୍ଲୀ ପୁଲିସ

ଭଣ୍ଡାରିପୋଖରୀ: ମଞ୍ଜୁରୀରୋଡ ବଜାରରେ ମୋବାଇଲ ଦୋକାନ କରି ନକଲି ସିମ କାର୍ଡ...

Related Articles

Popular Categories