www.samajalive.in
Sunday, December 7, 2025
26.1 C
Bhubaneswar

୩ୟ ଟେଷ୍ଟ: ନ୍ୟୁଜିଲାଣ୍ଡର ପ୍ରାରମ୍ଭିକ ବ୍ୟାଟିଂ ବିପର୍ଯ୍ୟୟ

ସମାଜ ଡିଜିଟାଲ​ ଡେସ୍କ: ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ୩ୟ ଟେଷ୍ଟ ମ୍ୟାଚ ଶୁକ୍ରବାର ମୁମ୍ବାଇର ଓ୍ବାଙ୍ଖଡେ ଷ୍ଟାଡିୟମରେ ଆରମ୍ଭ ହୋଇଛି। ନ୍ୟୁଜିଲାଣ୍ଡ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛି। ମଧ୍ୟାହ୍ନ ସୁଦ୍ଧା ଦଳ ୩ ଉଇକେଟ ବିନିମୟରେ ୧୧୨ ରନ ସଂଗ୍ରହ କରିଛି। ଓ୍ବିଲ ୟୋଙ୍ଗ ୫୪ ରନ୍‌ ଏବଂ ଡାରିଲ ମିଚେଲ ୧୨ ରନ୍‌ କରି ଅପରାଜିତ ରହିଛନ୍ତି।

ନ୍ୟୁଜିଲାଣ୍ଡ ପ୍ରାରମ୍ଭିକ ବ୍ୟାଟିଂ ବିପର୍ଯ୍ୟର ସମ୍ମୁଖୀନ ହୋଇଥିଲା। ଦଳର ସ୍କୋର ୧୫ ରନ ହୋଇଥିବାବେଳେ ପ୍ରଥମ ଉଇକେଟର ପତନ ଘଟିଥିଲା। ଏହା ପରେ ୫୯ ରନରେ ୨ୟ ଏବଂ ୭୨ ରନରେ ଦଳ ୩ୟ ଉଇକେଟ୍‌ ହରାଇ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲା। ହେଲେ ଓ୍ବିଲ ଧୈର୍ଯ୍ୟର ସହିତ ବ୍ୟାଟିଂ କରି ଦଳର ସ୍ଥିତି ସମ୍ଭାଳିଛନ୍ତି। ଭାରତୀୟ ବୋଲର ଓ୍ବାଶିଂଟନ ସୁନ୍ଦର ୨ଟି ଏବଂ ଆକାଶ ଦୀପ ୧ଟି ଉଇକେଟ  ଅକ୍ତିଆର କରିଛନ୍ତି।

Hot this week

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

Related Articles

Popular Categories