www.samajalive.in
Wednesday, December 10, 2025
26.1 C
Bhubaneswar

ଚୀନକୁ ଖୁବଶୀଘ୍ର ଉଡିବ ବିମାନ: ୫ବର୍ଷ ଅପେକ୍ଷାର ଅନ୍ତ ଘଟିବ

ସମାଜ ଡିଜିଟାଲ ଡେସ୍କ: ଭାରତ ଏବଂ ଚୀନ ମଧ୍ୟରେ ଦୀର୍ଘ ୫ବର୍ଷ ହେବ ବିମାନ ସେବା ବନ୍ଦ ରହିଥିଲା । ଯାହା ପୁଣି ଥରେ ଆରମ୍ଭ ହେବାକୁ ଯାଉଛି । ଦୁଇ ଦେଶ ମଧ୍ୟରେ ସମ୍ପର୍କରେ ସୁଧାର ଆସୁଥିବାରୁ ଭାରତ ଏବଂ ଚୀନ ମଧ୍ୟରେ ବିମାନ ସେବା ସିଧାସଳଖ ଆରମ୍ଭ କରିବ ଇଣ୍ଡିଗୋ ଏୟାରଲାଇନ୍‍ । ଚଳିତ ମାସ ୨୬ତାରିଖରୁ ଏହି ସେବା ଆରମ୍ଭ ହେବ । ବିମାନ ସେବର ଆରମ୍ଭ ପାଇଁ ଚୁକ୍ତିନାମା ସଂଶୋଧନ କରିବାକୁ ଦୁଇ ଦେଇ ମଧ୍ୟରେ ବୈଷୟିକ ସ୍ତରୀୟ ଆଲୋଚନା ହୋଇଛି ।

ମିଳିଥିବା ସୂଚନା ଅନୁସାରେ ଅକ୍ଟୋବର ଶେଷ ସୁଦ୍ଧା ବିମାନ ସେବା ଆରମ୍ଭ ହେବ ବୋଲି ନିଷ୍ପତ୍ତି ନିଆଯାଇଛି । ଚୀନ୍‍ ବୈଦେଶିକ ମନ୍ତ୍ରୀ ୱାଙ୍ଗ ୟିଙ୍କ ନୂଆଦିଲ୍ଲୀ ଗସ୍ତ ପରେ ଏହି ବିମାନ ସେବା ପୁଣି ଆରମ୍ଭ କରିବାକୁ ପଦକ୍ଷେପ ନିଆଯାଇଛି ।

Hot this week

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

ମରକ୍କୋରେ ୨ଟି କୋଠା ଭୁଶୁଡ଼ି ୧୯ ମୃତ

ସମାଜ ଲାଇଭ ଡ଼େସ୍କ : ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା...

ଗୁଜୁରାଟରେ ଭୟାବହ ଅଗ୍ନିକାଣ୍ଡ

ସମାଜ ଲାଇଭ ଡ଼େସ୍କ : ଗୁଜୁରାଟ ସ୍ଥିତ ସୁରଟର ଟେକ୍ସଟାଇଲ ବଜାରରେ...

Related Articles

Popular Categories