www.samajalive.in
Saturday, December 6, 2025
14.1 C
Bhubaneswar

ଓଭାଲ ଟେଷ୍ଟ: ଭାରତର ବ୍ୟାଟିଂ ଜାରି

ସମାଜ ଡିଜିଟାଲ ଡେସ୍କ: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଓଭାଲରେ ଆରମ୍ଭ ହୋଇଛି ଅନ୍ତିମ ଟେଷ୍ଟ। ଟସ ଜିତି ଘରୋଇ ଦଳ ଫିଲ୍ଡିଂ ପାଇଁ ନିଷ୍ପତ୍ତି ନେଇଥିବାବେଳେ ଭାରତ ବ୍ୟାଟିଂ ଜାରି ରଖିଛି।  ପ୍ରଥମ ସେସନ ଖେଳ ଚାଲିଥିବାବେଳେ ଭାରତ ୧ ଉଇକେଟ ହରାଇ ୩୬ ରନ ସଂଗ୍ରହ କରିଛି। ଯଶସ୍ଵୀ ଜୟସଓ୍ବାଲ ୨ ରନ କରି ଆଉଟ ହୋଇଛନ୍ତି। କେ.ଏଲ. ରାହୁଲ ୧୩ ଏବଂ ସାଇ ସୁଦର୍ଶନ ୮ ରନ କରି ଅପରାଜିତ ରହିଛନ୍ତି। ଇଂଲଣ୍ଡ ବୋଲର ଗସ୍‌ ଆଟକିନସନ ଗୋଟିଏ ଉଇକେଟ ଅକ୍ତିଆର କରିଛନ୍ତି।

୫ ମ୍ୟାଚ ବିଶିଷ୍ଟ ଏହି ଟେଷ୍ଟ ସିରିଜରେ ଇଂଲଣ୍ଡ ୨-୧ରେ ଆଗୁଆ ଥିବା​‌ବେଳେ ଗୋଟିଏ ମ୍ୟାଚ ଅମୀମାଶିଂତ ରହିଛି। ସିରିଜ ବରାବର ରଖିବା ଲାଗି ଭାରତକୁ ଏହି ମ୍ୟାଚରେ ବିଜୟ ହାସଲ କରିବା ଜରୁରୀ ହୋଇପଡ଼ିଛି। ଶେଷ ମ୍ୟାଚ ଅମୀମାଶିଂତ ରହିଲେ ଇଂଲଣ୍ଡ ସିରିଜ ବିଜୟ ହେବ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories