www.samajalive.in
Saturday, December 6, 2025
23.1 C
Bhubaneswar

୨୪ ଘଣ୍ଟାରେ ୨୯,୬୯୦ସୁସ୍ଥ ; ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ୨୬,୬୨୪

ନୂଆଦିଲ୍ଲୀ : ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ପାଉଥିବା ଦେଖାଯାଉଛି। ଦୈନିକ ସଂକ୍ରମଣ ୩୦ହଜାର ମଧ୍ୟରେ ସୀମିତ ରହୁଛି। ୨୪ ଘଣ୍ଟାରେ ୨୬,୬୨୪ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୯,୬୯୦ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଚିକିତ୍ସାଧୀନ ଅବସ୍ଥାରେ ୩୪୧ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧ଲକ୍ଷ ୪୫ ହଜାର ୪୭୭ରେ ପହଞ୍ଚିଛି। ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧,୦୦,୩୧,୨୨୩କୁ ବୃଦ୍ଧି ପାଇଛି। ୩,୦୫,୩୪୪ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ୯୫,୮୦,୪୦୨ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

Hot this week

ଚାଷୀଙ୍କ ଦାବି ନେଇ କଳାହାଣ୍ଡିରୁ ଭୁବନେଶ୍ୱର ସାଇକେଲ ଯାତ୍ରା

ବୋଲଗଡ: ଚାଷୀଙ୍କ ବିଭିନ୍ନ ସମସ୍ୟାର ସମାଧାନ ପାଇଁ ଅଣ୍ଟା ଭିଡ଼ିଛି କଳାହାଣ୍ଡି...

ନିଖୋଜ ମହିଳାଙ୍କ ମୁଣ୍ଡବିହୀନ ଶବ ମିଳିବା ଘଟଣାରେ ବଢିଲା ଉତ୍ତେଜନା

କୋରୁକୋଣ୍ଡା : ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ରାଖେଲଗୁଡା ଗାଁରେ ନିଖୋଜ...

ଏହି ଗୁଣ ଥିବା ମହିଳାଙ୍କୁ ମିଳେ ଲକ୍ଷ୍ମୀଙ୍କ ଆଶୀର୍ବାଦ: ଘର ହୁଏ ସ୍ୱର୍ଗ

ଚାଣକ୍ୟ ନୀତି: ନୀତି, ଜ୍ଞାନ ଓ ଜୀବନ ପ୍ରବନ୍ଧର ମହାନ ପଣ୍ଡିତ...

ଦୁଇ ବାଇକ୍‌ ଆରୋହୀଙ୍କ ମୁଣ୍ଡରେ ଚଢିଗଲା ଟ୍ରଲର

ବଣାଇ: ୧୪୩ ନମ୍ବର ଜାତୀୟ ରାଜପଥର ଗମଲେଇ ଛକ ନିକଟରେ ମର୍ମନ୍ତୁଦ...

ବିଜେପିରେ ମିଶିବେ ବିଜେଡିର ଦୁଇ ନେତା !

ଭୁବନେଶ୍ଵର: ବିଜେଡିର ଦୁଇ ନେତା ବିଜେପିରେ ମିଶିବାକୁ ଯାଉଛନ୍ତି। ପୂର୍ବତନ ମନ୍ତ୍ରୀ...

Related Articles

Popular Categories