www.samajalive.in
Saturday, December 6, 2025
26.1 C
Bhubaneswar

ଦେଶରେ ଆଉ ୨ଲକ୍ଷ ୬୮ ହଜାର ୮୩୩ ପଜିଟିଭ୍ ଚିହ୍ନଟ

ନୂଆଦିଲ୍ଲୀ: ଦେଶରେ ବଢ଼ୁଛି କରୋନା ସଂକ୍ରମଣ । ଗତକାଲି ତୁଳନାରେ ଆଜି କରୋନା ମାମଲା ୪ହଜାର ୬୩୧ ଅଧିକ ଆସିଛି । ଦେଶରେ ଗତ ୨୪ ଘଣ୍ଟାରେ ଆଉ ୨ଲକ୍ଷ ୬୮ ହଜାର ୮୩୩ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଫଳରେ ଦେଶରେ ଦୈନିକ ସଂକ୍ରମଣ ହାର ୧୬.୬୬%କୁ ବୃଦ୍ଧି ପାଇଛି । ଗୋଟିଏ ଦିନରେ କରୋନା ନେଇଛି ୪୦୨ ଜଣଙ୍କ ଜୀବନ । ଦେଶରେ ମୋଟ୍ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧୪,୧୭,୮୨୦ ରହିଛି । ଗତ ୨୪ ଘଣ୍ଟା ମଧ୍ୟରେ ସୁସ୍ଥହୋଇଛନ୍ତି ୧,୨୨,୬୮୪ ଆକ୍ରାନ୍ତ । ସେହିପରି ଦେଶରେ ମୋଟ୍ ଓମିକ୍ରନ୍ ଆକ୍ରାନ୍ତଙ୍କ ସଂଖ୍ୟା ୬ ହଜାର ୪୧କୁ ବୃଦ୍ଧି ପାଇଛି । କରୋନା ସଂକ୍ରମଣକୁ ଦୃଷ୍ଟିରଖି ଟିକାକରଣକୁ ମଧ୍ୟ ଜୋରଦାର କରାଯାଉଛି । ଦେଶର ବିଭିନ୍ନ ରାଜ୍ୟରେ କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ ତାର କାୟାବିସ୍ତାର କରୁଛି ।

Hot this week

‘ବାବୁଜୀ ଥିଲେ ଗୁରୁ ଶିଷ୍ୟ ପରମ୍ପରାରେ ଶ୍ରେଷ୍ଠ ନିଦର୍ଶନ’

ଗୁରୁଡ଼ିଝାଟିଆ: ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ ‘ସମାଜ’ର...

ବିଛଣା ପାଖରେ ଔଷଧ ରଖୁଛନ୍ତି କି ?

ନୂଆଦିଲ୍ଲୀ: ଏମିତି ଅନେକ ଲୋକ ଅଛନ୍ତି, ଯେଉଁମାନେ ଔଷଧ ଖାଆନ୍ତି ଏବଂ...

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

ଭାରତକୁ ୨୭୧ ରନର ଟାର୍ଗେଟ ଦେଲା ଦକ୍ଷିଣଆଫ୍ରିକା

ସମାଜଲାଇଭ ଡେସ୍କ: ଅନ୍ତିମ ଦିନିକିଆରେ ଭାରତକୁ ୨୭୧ ରନର ଟାର୍ଗେଟ ଦେଇଛି...

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

Related Articles

Popular Categories