www.samajalive.in
Saturday, December 13, 2025
23.1 C
Bhubaneswar

ଦେଶରେ ଆଉ ୨,୫୧,୨୦୯ ନୂଆ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଦେଶରେ ଖସୁଛି କରୋନା ସଂକ୍ରମଣ । ଗତ ୨୪ ଘଣ୍ଟାରେ ଦେଶରେ ଆଉ ୨,୫୧,୨୦୯ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଗୋଟିଏ ଦିନରେ କରୋନାରେ ୬୨୭ ଜଣଙ୍କ ମୃତ୍ୟୁ ହୋଇଛି । ସେହିପରି ଗତ ୨୪ ଘଣ୍ଟାରେ ୩,୪୭,୪୪୩ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ, ଦେଶରେ ସକ୍ରିୟ ମାମଲା ରହିଛି ୨୧,୦୫,୬୧୧ । ସଂକ୍ରମଣ ତୁଳନାରେ ଦେଶରେ ଦୈନିକ ପଜିଟିଭିଟି ହାର ୧୫.୮୮% ରହିଛି । ସଂକ୍ରମଣକୁ ଦୃଷ୍ଟିରେ ରଖି ଟିକାକଣକୁ ମଧ୍ୟ ଜୋରଦାର କରାଯାଉଛି । ଦେଶରେ ଏଯାଏ ମୋଟ୍‍ ଟିକାକରଣ ୧,୬୪,୪୪,୭୩,୨୧୬ ହେଲାଣି ।

Hot this week

ଡାଏବେଟିସ ପାଇଁ ଆସିଲା ଇଞ୍ଜେକ୍ସନ୍

ନୂଆଦିଲ୍ଲୀ : ଡେନମାର୍କ ଔଷଧ କମ୍ପାନୀ ନୋଭୋ ନରଡିସ୍କ ଶେଷରେ ଭାରତରେ...

ତାଣ୍ଡବ ରଚିଲା ଘନ କୁହୁଡ଼ି : ଗୋଟିଏ ପରେ ଗୋଟିଏ ଛଅଟି ଗାଡ଼ି ଧକ୍କା

ସମାଜ ଲାଇଭ ଡ଼େସ୍କ : ଉତ୍ତର ପ୍ରଦେଶରେ ତାଣ୍ଡବ ରଚିଲା ଘନ...

ଫୁଟବଲର କିଙ୍ଗ୍‌ ଲିଓନେଲ୍‌ ମେସିଙ୍କୁ ଭେଟିଲେ ଶାହାରୁଖ

ସମାଜ ଡିଜିଟାଲ ଡେସ୍କ: ଆର୍ଜେଣ୍ଟିନାର କିମ୍ବଦନ୍ତୀ ଫୁଟବଲ ଷ୍ଟାର ଲିଓନେଲ୍‌ ମେସି...

ଭୟଙ୍କର ସଡ଼କ ଦୁର୍ଘଟଣା, ଟ୍ରକ୍ ଏବଂ ଅଟୋ ଧକ୍କାରେ ୩ ମୃତ

ସମାଜ ଡିଜିଟାଲ ଡେସ୍କ: ଉତ୍ତର ପ୍ରଦେଶର ଉନ୍ନାଓରେ ଏକ ଭୟଙ୍କର ସଡ଼କ...

ନୋବେଲ ବିଜେତା କାହିଁକି ବାରମ୍ବାର ହେଉଛନ୍ତି ଗିରଫ ? ପୂର୍ବରୁ ହୋଇସାରିଛନ୍ତି ୧୩ଥର

ନୂଆଦିଲ୍ଲୀ: ନୋବେଲ ପୁରସ୍କାର ବିଜେତା ନର୍ଗିସ୍ ମହମ୍ମଦୀ ଏବେ ଚର୍ଚ୍ଚାରେ ରହିଛନ୍ତି।...

Related Articles

Popular Categories