www.samajalive.in
Sunday, December 7, 2025
23.1 C
Bhubaneswar

ଦେଶରେ ଆଉ ୧,୦୦୮ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ନୂଆଦିଲ୍ଲୀ: ଦେଶରେ ବଢ଼ୁଛି କରୋନା ଜନିତ ମୃତ୍ୟୁସଂଖ୍ୟା । ହେଲେ ସଂକ୍ରମଣ କମୁଥିବା ଦେଖିବାକୁ ମିଳୁଛି । ଗତ ୨୪ ଘଣ୍ଟାରେ ଦେଶରେ ଆଉ ୧,୦୦୮ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଆଜିର ମୃତକଙ୍କୁ ମିଶାଇ ଦେଶରେ ଏଯାଏ କରୋନା ଜନିତ ମୋଟ୍‍ ମୃତ୍ୟୁସଂଖ୍ୟା ୪,୯୮,୯୮୩କୁ ବୃଦ୍ଧି ପାଇଛି । ସେହିପରି ଗୋଟିଏ ଦିନରେ ଆଉ ୧,୭୨,୪୩୩ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଦେଶରେ ସୁସ୍ଥତା ସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି । ଗତ ୨୪ ଘଣ୍ଟାରେ ଦେଶରେ ୨,୫୯,୧୦୭ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ବର୍ତ୍ତମାନ ଦେଶରେ ମୋଟ୍‍ କରୋନା ସକ୍ରିୟ ମାମଲା ରହିଛି ୧୫,୩୩,୯୨୧ । ଦୈନିକ ପଜିଟିଭିଟି ହାର ୧୦.୯୯% ରହିଥିବା ବେଳେ, ଟିକାକରଣକୁ ମଧ୍ୟ ଦେଶରେ ଜୋରଦାର କରାଯାଉଛି । ଦେଶରେ ଏଯାଏ ୧୬୭.୮୭ କୋଟି ଲୋକଙ୍କ ଟିକାକରଣ ହୋଇଛି ।

Hot this week

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

Related Articles

Popular Categories