www.samajalive.in
Monday, December 8, 2025
27.1 C
Bhubaneswar

ଦେଶରେ ଆଉ ୧,୦୭୨ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ନୂଆଦିଲ୍ଲୀ: ଦେଶରେ ବଢ଼ୁଛି କରୋନା ଜନିତ ମୃତ୍ୟୁସଂଖ୍ୟା । ହେଲେ ସଂକ୍ରମଣ କମୁଥିବା ଦେଖିବାକୁ ମିଳୁଛି । ଗତ ୨୪ ଘଣ୍ଟାରେ ଦେଶରେ ଆଉ ୧,୦୭୨ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଆଜିର ମୃତକଙ୍କୁ ମିଶାଇ ଦେଶରେ ଏଯାଏ କରୋନା ଜନିତ ମୋଟ୍ ମୃତ୍ୟୁସଂଖ୍ୟା ୫,୦୦,୦୫୫କୁ ବୃଦ୍ଧି ପାଇଛି । ସେହିପରି ଗୋଟିଏ ଦିନରେ ଆଉ ୧,୪୯,୩୯୪ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଦେଶରେ ସୁସ୍ଥତା ସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି । ଗତ ୨୪ ଘଣ୍ଟାରେ ଦେଶରେ ୨,୪୬,୬୭୪ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ବର୍ତ୍ତମାନ ଦେଶରେ ମୋଟ୍ କରୋନା ସକ୍ରିୟ ମାମଲା ରହିଛି ୧୪,୩୫,୫୬୯ । ଦୈନିକ ପଜିଟିଭିଟି ହାର ୯.୨୭ଧ ରହିଥିବା ବେଳେ, ଟିକାକରଣକୁ ମଧ୍ୟ ଦେଶରେ ଜୋରଦାର କରାଯାଉଛି । ଦେଶରେ ଏଯାଏ ୧୬୮.୪୭ କୋଟି ଲୋକଙ୍କ ଟିକାକରଣ ହୋଇଛି ।

Hot this week

ରାଜ୍ୟର ସବୁ କ୍ଲବ, ପବ୍‌ରେ ଯାଞ୍ଚ ହେବ ଅଗ୍ନି ନିରାପତ୍ତା

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡରେ ୨୫ ଜଣଙ୍କ ପ୍ରାଣହାନୀ...

କଲେଜ ଭିତରେ ଛାତ୍ରଙ୍କୁ ଛୁରାମାଡ

ବାରିପଦା : ବାରିପଦାରେ ଅଭାବନୀୟ ଘଟଣା ଘଟିଛି। ବାଇଗଡବାହିଆ ସ୍ଥିତ ବିବି...

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

ବଢିଛି ଡିଜିଟାଲ ଆରେଷ୍ଟ

ଭୁବନେଶ୍ଵର: ବିଜେପି ସରକାରରେ ବଢିଛି ଡିଜିଟାଲ ଆରେଷ୍ଟ। ଆଜି ଏ ନେଇ...

ଆମେରିକା ସହିତ ଶାନ୍ତି ଆଲୋଚନା ସହଜ ନୁହେଁ : ଜେଲେନସ୍କି

ସମାଜ ଲାଇଭ ଡେସ୍କ : ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କହିଛନ୍ତି...

Related Articles

Popular Categories