www.samajalive.in
Thursday, December 11, 2025
14.1 C
Bhubaneswar

ଦେଶରେ ଆଉ ୨୭,୪୦୯ ନୂଆ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଦେଶରେ କମୁଛି କରୋନା ସଂକ୍ରମଣ । ଆଜି ଦେଶରେ ୩୦ ହଜାର ତଳେ କରୋନା ଦୈନିକ ମାମଲା ରହିଛି । ଗୋଟିଏ ଦିନରେ ଆଉ ୨୭,୪୦୯ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ଗତ ୨୪ ଘଣ୍ଟାରେ କରୋନାରୁ ସୁସ୍ଥ ହୋଇଛନ୍ତି ୮୨,୮୧୭ ଆକ୍ରାନ୍ତ । ଆଜିର ସୁସ୍ଥତାକୁ ମିଶାଇ ଦେଶରେ ଏଯାଏ କରୋନାରୁ ମୋଟ୍‍ ସୁସ୍ଥ ହେଲେଣି ୪,୧୭,୬୦,୪୫୮ ଆକ୍ରାନ୍ତ । ଅନ୍ୟପଟେ ଆଜିର ରିପୋର୍ଟରେ ଦେଶରେ ୪୦୦ ତଳକୁ କରୋନା ଦୈନିକ ମୃତ୍ୟୁ ମାମଲା ଖସିଥିବା ଦେଖିବାକୁ ମିଳିଛି । ଗତ ୨୪ ଘଣ୍ଟାରେ ଆଉ ୩୪୭ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଦେଶରେ ମୋଟ୍ ସକ୍ରିୟ ଆକ୍ରାନ୍ତ ୪,୨୩,୧୨୭ ରହିଛି । ଦୈନିକ ପଜିଟିଭିଟି ହାର ୨.୨୩%କୁ ଖସିଛି । ସଂକ୍ରମଣକୁ ମାତ୍ ଦେବାକୁ ଦେଶରେ ଟିକାକରଣ କରାଯାଉଛି । ସାରା ଭାରତରେ ଏଯାଏ ୧୭୩.୪୨ କୋଟି ଲୋକଙ୍କ ଟିକାକରଣ ହୋଇଛି ।

Hot this week

ବହୁତ ଶସ୍ତାରେ ବୁଲନ୍ତୁ ୪ଟି ସୁନ୍ଦର ସ୍ଥାନ; ମାତ୍ର ୨୦ହଜାରରେ ୪ଦିନ ବୁଲି ଆସନ୍ତୁ

ସମାଜ ଡିଜିଟାଲ ଡେସ୍କ: ନୂଆ ବର୍ଷରେ କୁଆଡେ ବୁଲିବାକୁ ଯୋଜନା କରୁଛନ୍ତି...

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

Related Articles

Popular Categories