www.samajalive.in
Thursday, December 11, 2025
18.1 C
Bhubaneswar

ଦେଶରେ ଆଉ ୩୨୫ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ନୂଆଦିଲ୍ଲୀ: ଦେଶରେ କମୁଛି କରୋନା ସଂକ୍ରମଣ । ଆଜି ବି ଦେଶରେ ୩୦ ହଜାର ତଳେ କରୋନା ଦୈନିକ ମାମଲା ରହିଛି । ଗୋଟିଏ ଦିନରେ ଆଉ ୨୨,୨୭୦ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ଗତ ୨୪ ଘଣ୍ଟାରେ କରୋନାରୁ ସୁସ୍ଥ ହୋଇଛନ୍ତି ୬୦୨୯୮ ଆକ୍ରାନ୍ତ । ଆଜିର ସୁସ୍ଥତାକୁ ମିଶାଇ ଦେଶରେ ଏଯାଏ କରୋନାରୁ ମୋଟ୍‍ ସୁସ୍ଥ ହେଲେଣି ୪,୨୦,୩୭,୫୩୬ ଆକ୍ରାନ୍ତ । ଗତ ୨୪ ଘଣ୍ଟାରେ ଆଉ ୩୨୫ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଆଜିର ମୃତକଙ୍କୁ ମିଶାଇ ଦେଶରେ କରୋନା ଜନିତ ମୋଟ୍‍ ମୃତ୍ୟୂୁସଂଖ୍ୟା ୫,୧୧,୨୩୦ରେ ପହଞ୍ଚିଛି । ଦେଶରେ ମୋଟ୍ ସକ୍ରିୟ ଆକ୍ରାନ୍ତ ୨,୫୩,୭୩୯ ରହିଛି । ଦୈନିକ ପଜିଟିଭିଟି ହାର ୧.୮%କୁ ଖସିଛି । ସଂକ୍ରମଣକୁ ମାତ୍ ଦେବାକୁ ଦେଶରେ ଟିକାକରଣ କରାଯାଉଛି ।

Hot this week

୨୧୪ ରନ କଲେ ଜିତିବ ଭାରତ

ସମାଜଲାଇଭ ଡେସ୍କ: ୨ୟ ଟି-୨୦​‌ରେ ଭାରତକୁ ୨୧୪ ରନର ବିଜୟ ଲକ୍ଷ୍ୟ...

ନାଗରିକତା ପାଇଥିବା ସମସ୍ତଙ୍କୁ ମିଳିବ ସରକାରୀ ସୁବିଧା , ୩୫ ଜଣଙ୍କୁ ନାଗରିକତା ପ୍ରମାଣ ପତ୍ର

ଭୁବନେଶ୍ୱର :ଜନଗଣନା ନିର୍ଦ୍ଦେଶାଳୟ ଓଡ଼ିଶା ଓ ଗୃହ ମନ୍ତ୍ରାଳୟ ଭାରତ ସରକାରଙ୍କ...

ହତ୍ୟାପରେ ପଡୋଶୀଙ୍କ ରକ୍ତ ପିଇଥିଲେ ଏହି ମହିଳା- ୫୦ ବର୍ଷ କାରା ଦଣ୍ଡାଦେଶ

ନ୍ୟୁୟର୍କ- ଆମେରିକାର ଜଣେ ମହିଳା ତାଙ୍କ ପଡୋଶୀଙ୍କୁ ରାଗରେ ହତ୍ୟା କରିଥିଲେ...

୨୦ ବର୍ଷ ପରେ ନୂଆ ଜୀବନ ପାଇଲେ ବିଶ୍ଵଭୂଷଣ

ଭୁବନେଶ୍ୱର: ଯୁବ ଅବସ୍ଥାରେ ଅଣ୍ଟା ଭାଙ୍ଗିପଡ଼ିଥିଲା। ୮୦ ବର୍ଷର ବୃଦ୍ଧ ପରି...

Related Articles

Popular Categories