www.samajalive.in
Sunday, December 7, 2025
26.1 C
Bhubaneswar

ଦେଶରେ ଆଉ ୩,୬୧୪ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଦେଶରେ କମୁଛି କରୋନା ସଂକ୍ରମଣ । ଆଜି ଦେଶରେ ୪ ହଜାର ତଳେ ରହିଛି ଦୈନିକ କରୋନା ସଂକ୍ରମଣ । ଗୋଟିଏ ଦିନରେ ଆଉ ୩,୬୧୪ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଗତ ୨୪ ଘଣ୍ଟାରେ ସୁସ୍ଥ ହୋଇଛନ୍ତି ଆଉ ୫ହଜାର ୧୮୫ଜଣ କରୋନା ଆକ୍ରାନ୍ତ । ଆଜିର ସୁସ୍ଥତାକୁ ମିଶାଇ ଦେଶରେ ଏଯାଏ କରୋନାରୁ ମୋଟ୍ ସୁସ୍ଥ ହେଲେଣି ୪,୨୪,୩୧,୧୧୩ ଆକ୍ରାନ୍ତ । ସେହିପରି ଗତ ୨୪ ଘଣ୍ଟାରେ ଆଉ ୮୯ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଆଜିର ମୃତକଙ୍କୁ ମିଶାଇ ଦେଶରେ କରୋନା ଜନିତ ମୋଟ୍ ମୃତ୍ୟୁସଂଖ୍ୟା ୫,୧୫,୮୦୩ ରେ ପହଞ୍ଚିଛି । ସଂକ୍ରମଣକୁ ମାତ୍ ଦେବାକୁ ଦେଶରେ ଟିକାକରଣ କରାଯାଉଛି ।

Hot this week

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

Related Articles

Popular Categories