ନୂଆଦିଲ୍ଲୀ: ଦେଶରେ କମୁଛି କରୋନା ସଂକ୍ରମଣ । ଆଜି ଦେଶରେ ୪ ହଜାର ତଳେ ରହିଛି ଦୈନିକ କରୋନା ସଂକ୍ରମଣ ମାମଲା । ଗୋଟିଏ ଦିନରେ ଆଉ ୩,୧୧୬ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ ଏଯାଏ କରୋନାରୁ ମୋଟ୍ ସୁସ୍ଥ ହେଲେଣି ୪,୨୪,୩୭,୦୭୨ ଆକ୍ରାନ୍ତ । ସେହିପରି ଦେଶରେ କରୋନା ଜନିତ ମୋଟ୍ ମୃତ୍ୟୁସଂଖ୍ୟା ୫,୧୫,୮୫୦ ରେ ପହଞ୍ଚିଛି । ଦେଶରେ ମୋଟ୍ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୩୮,୦୬୯ । ସଂକ୍ରମଣକୁ ମାତ୍ ଦେବାକୁ ଦେଶରେ ଟିକାକରଣ କରାଯାଉଛି ।
Popular Categories



