www.samajalive.in
Monday, December 8, 2025
27.1 C
Bhubaneswar

ଦେଶରେ ଆଉ ୧,୫୪୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଦେଶରେ କମୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଗତ କିଛିଦିନ ହେବ ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ରା ଦ୍ରୁତ ଗତିରେ ହ୍ରାସ ପାଇବାରେ ଲାଗିଛି । ସଂକ୍ରମଣ ତୁଳନାରେ ଦେଶରେ ମଧ୍ୟ ସୁସ୍ଥତା ସଂଖ୍ୟା ବୃଦ୍ଧି ପାଇଛି । ହେଲେ କିଛି ଦିନର ବ୍ୟବଧାନ ପରେ ପୁଣି ମୃତ୍ୟୁସଂଖ୍ୟା ମଧ୍ୟ ହ୍ରାସ ପାଇଛି । ଗତ ୨୪ ଘଣ୍ଟାରେ ଦେଶରେ ଆଉ ୧,୫୪୯ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଗୋଟିଏ ଦିନରେ କରୋନା ଭୂତାଣୁ ୩୧ଜଣଙ୍କ ଜୀବନ ନେଇଛି । ସେହିପରି ଆଜିର ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୫,୧୦୬ ରେ ପହଞ୍ଚିଛି ।

Hot this week

ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର

ଭୁବନେଶ୍ଵର:ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର। ୨୦୧୭ ମସିହାରୁ ୨୦୧୯ ମସିହା...

ନାବାଳିକା ଆତ୍ମହୁତି ଘଟଣାରେ ସରକାରଙ୍କୁ ନବୀନଙ୍କ ନିଶାଣ

ସମାଜ ଲାଇଭ ଡେସ୍କ : ରାଜଗାଙ୍ଗପୁର ନାବାଳିକା ଆତ୍ମହୁତି ଘଟଣାରେ ଦୁଖ...

ଓଡ଼ିଶାରେ ଡାକ୍ତର ମରୁଡି ବଢାଇଲା ଚିନ୍ତା

ଭୁବନେଶ୍ୱର: ଓଡ଼ିଶାରେ ଡାକ୍ତର ମରୁଡି ପଡିଛି । ଠିକାରେ ଚାଲିଛି ଡାକ୍ତରୀ...

ଦାବି ପୂରଣର ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ

ରାଉରକେଲା: ଦାବି ପୂରଣର ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ ହୋଇଛି। ସୁନ୍ଦରଗଡ...

ବିଗ୍ ବସ୍ ୧୯ର ବିଜେତା ହେଲେ ଗୌରବ ଖାନ୍ନା

ସମାଜ ଡିଜିଟାଲ ଡେସ୍କ: ଗୌରବ ଖାନ୍ନା ରିଆଲିଟି ଶୋ ବିଗ୍ ବସ୍...

Related Articles

Popular Categories