www.samajalive.in
Saturday, December 6, 2025
19.1 C
Bhubaneswar

ଦେଶରେ ଆଉ ୯୪୯ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଦେଶରେ ଆଜି କରୋନା ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ଏକ ହଜାର ତଳକୁ ଖସିଛି । ଗତ ୨୪ ଘଣ୍ଟାରେ ସାରା ଦେଶରୁ ଆଉ ୯୪୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି କରୋନାରୁ ୮୧୦ ଜଣ ସୁସ୍ଥ ହୋଇଥିବା ବେଳେ ୬ଜଣ ସଂକ୍ରମିତଙ୍କ ମୃତ୍ୟୁ ହୋଇଥିବା ନେଇ ସୂଚନା ଦେଇଛି ସ୍ୱାସ୍ଥ୍ୟ ବିଭାଗ ।  ଆଜିର କରୋନା ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ମୋଟ୍‌ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୧ ହଜାର ୧୯୧ ରହିଛି । ଏବେ ବି ଦେଶରେ କରୋନା ସଂକ୍ରମଣ ଜାରି ରହିଥିବାରୁ ଟିକାକରଣ ଜାରି ରହିଛି । ବୁଷ୍ଟର ଡୋଜ୍‌ ମଧ୍ୟ ଦିଆଯାଉଛି ।

Hot this week

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

Related Articles

Popular Categories