www.samajalive.in
Tuesday, December 9, 2025
15.1 C
Bhubaneswar

ଦେଶରେ ଆଉ ୨ହଜାର ୮୯୭ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଦେଶରେ ଗତକାଲି ତୁଳନାରେ ଆଜି ସଂକ୍ରମଣ ବୃଦ୍ଧି ପାଇଛି ।  ଗତ ୨୪ ଘଣ୍ଟା ମଧ୍ୟରେ ସାରା ଦେଶରୁ ୨ହଜାର ୮୯୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କରୋନାରୁ ଗୋଟିଏ ଦିନରେ ୨ହଜାର ୯୮୬ଜଣ ସଂକ୍ରମିତ ସୁସ୍ଥ ​‌ହୋଇଛନ୍ତି । ସେହପରି ଗୋଟିଏ ଦିନରେ କରୋନା ଯୋଗୁ ଆଉ ୫୪ ଜଣଙ୍କ ମୃତ୍ୟୁ ହୋଇଛି । ସଂକ୍ରମଣ ତୁଳନାରେ ଦେଶରେ ସୁସ୍ଥତା ହାର ମଧ୍ୟ ବୃଦ୍ଧି ପାଇଛି । ଯାହା ଫଳରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ଦେଶରେ ସମାନ୍ୟ ହ୍ରାସ ପାଇଛି ।  ଆଜିର ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ମୋଟ୍‌ କରୋନା ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧୯ ହଜାର ୪୯୪ରେ ପହଞ୍ଚିଛି । ସ୍ୱାସ୍ଥ୍ୟ ବିଭାଗର ରିପୋର୍ଟ ଅନୁଯାୟୀ ଦେଶରେ ଦୈନିକ ପଜିଟିଭିଟି ହାର ୦.୬୧% ରହିଛି । ଏଯାଏ ଦେଶରେ କରୋନାରୁ ମୋଟ୍‌ ୪,୨୫,୬୬,୯୫୩ଜଣ ସୁସ୍ଥ ହୋଇଥିବା ବେଳେ ମୋଟ୍‌ ୫,୨୪,୧୫୭ ଜଣଙ୍କ ମୃତ୍ୟୁ ହୋଇଛି ।

 

- Advertisement -

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories