www.samajalive.in
Friday, December 12, 2025
16.1 C
Bhubaneswar

ଦେଶରେ ୨ହଜାର ତଳକୁ ଖସିଲା ଦୈନିକ କରୋନା ସଂକ୍ରମଣ

ନୂଆଦିଲ୍ଲୀ: ଦେଶରେ ୨ହଜାର ତଳକୁ ଖସିଲା ଦୈନିକ କରୋନା ସଂକ୍ରମଣ । ଗତ ୨୪ ଘଣ୍ଟାରେ ଦେଶରୁ ଆଉ ୧ହଜାର ୫୬୯ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ଗୋଟିଏ ଦିନରେ କରୋନା ଯୋଗୁ ସାରା ଦେଶରେ ୧୯ ଜଣଙ୍କ ମୃତ୍ୟୁ ହୋଇଥିବା ନେଇ ସୂଚନା ଦେଇଛି ସ୍ୱାସ୍ଥ୍ୟ ବିଭାଗ । କରୋନାରୁ ଗତ ୨୪ ଘଣ୍ଟାରେ ୨,୪୬୭ ସଂକ୍ରମିତ ସୁସ୍ଥ ହୋଇଛନ୍ତି ।  ଆଜିର ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ମୋଟ୍‌ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୬,୪୦୦ ରହିଛି । ସଂକ୍ରମଣ ତୁଳନାରେ ଦେଶରେ ଦୈନିକ ପଜିଟିଭିଟି ହାର ୦.୪୪ ପ୍ରତିଶତକୁ ହ୍ରାସ ପାଇଛି । ସ୍ୱାସ୍ଥ୍ୟ ବିଭାଗର ରିପୋର୍ଟ ଅନୁଯାୟୀ ଏଯାଏ ଦେଶରେ କରୋନାରୁ ମୋଟ୍‌ ୪,୨୫,୮୪,୭୧୦ଜଣ ସୁସ୍ଥ ହୋଇଥିବା ବେଳେ ମୋଟ୍‌ ୫,୨୪,୨୬୦ ଜଣଙ୍କ ମୃତ୍ୟୁ ହୋଇଛି ।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories