www.samajalive.in
Saturday, December 6, 2025
17.1 C
Bhubaneswar

୨୪ ଘଣ୍ଟାରେ ଦେଶରେ ୭୫ ହଜାର ୮୦୯ ନୂଆ କରୋନା ଆକ୍ରାନ୍ତ, ୧୧୩୩ ମୃତ

ନୂଆଦିଲ୍ଲୀ: ଭାରତରେ କରୋନା ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନକୁ ଦିନ ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି । ଗତ ୨୪ ଘଣ୍ଟାରେ ୭୫ ହଜାର ୮୦୯ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏଥିସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୨ ଲକ୍ଷ ୮୦ ହଜାର ୪୨୨ ରେ ପହଞ୍ଚିଛି। ସେହିପରି ଗୋଟିଏ ଦିନରେ ୧୧୩୩ ଜଣ କରୋନା କରୋନା ଆକ୍ରାନ୍ତରେ ପ୍ରାଣ ହରାଇଛନ୍ତି। ଏଥିସହ ମୋଟ ମୃତ୍ୟୁ ସଂଖ୍ୟା ୭୨ ହଜାର ୭୭୫ କୁ ବୃଦ୍ଧି ପାଇଛି। ଦେଶରେ ଏବେ ୮ ଲକ୍ଷ ୮୩ ହଜାର ୬୯୭ ଜଣ ସକ୍ରିୟ ରୋଗୀ ଥିବାବେଳେ ୩୩ ଲକ୍ଷ ୨୩ ହଜାର ୯୫୦ ଜଣ ସୁସ୍ଥ ହୋଇଥିବା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories