www.samajalive.in
Sunday, December 7, 2025
15.1 C
Bhubaneswar

ଦେଶରେ ୨୪ ଘଣ୍ଟାରେ ୮୬ ହଜାର ୮୨୧ ନୂଆ କରୋନା ଆକ୍ରାନ୍ତ; ୧୧୮୧ ମୃତ

ନୂଆଦିଲ୍ଲୀ: ଭାରତରେ କରୋନା ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନକୁ ଦିନ ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି । ଗତ ୨୪ ଘଣ୍ଟାରେ ୮୬ ହଜାର ୮୨୧  କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏଥିସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬୩ ଲକ୍ଷ ୧୨ ହଜାର ୫୮୪ ରେ ପହଞ୍ଚିଛି। ସେହିପରି ଗୋଟିଏ ଦିନରେ ୧,୧୮୧ ଜଣ କରୋନା କରୋନା ଆକ୍ରାନ୍ତରେ ପ୍ରାଣ ହରାଇଛନ୍ତି। ଏଥିସହ ମୋଟ ମୃତ୍ୟୁ ସଂଖ୍ୟା ୯୮ ହଜାର ୬୭୮ କୁ ବୃଦ୍ଧି ପାଇଛି। ଦେଶରେ ଏବେ ୯ ଲକ୍ଷ ୪୦ ହଜାର ୭୦୫ ଜଣ ସକ୍ରିୟ ରୋଗୀ ଥିବାବେଳେ ୫୨ ଲକ୍ଷ ୭୩ ହଜାର ୨୦୧ ଜଣ ସୁସ୍ଥ ହୋଇଥିବା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories