www.samajalive.in
Saturday, December 6, 2025
26.1 C
Bhubaneswar

୨୪ ଘଣ୍ଟାରେ ୬୫୪ ମୃତ; ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୩୩ ହଜାର ଟପିଲା

ନୂଆଦିଲ୍ଲୀ: ଭାରତରେ କରୋନା ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନକୁ ଦିନ ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି । ଗତ ୨୪ ଘଣ୍ଟାରେ ୪୭ ହଜାର ୭୦୩ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୪ ଲକ୍ଷ ଟପିଛି। ଏଥିସହ ଆକ୍ରାନ୍ତଙ୍କ ସଂଖ୍ୟା ୧୪ ଲକ୍ଷ ଲକ୍ଷ ୮୩ ହଜାର ୧୫୬ ରେ ପହଞ୍ଚିଛି। ସେହିପରି ଗୋଟିଏ ଦିନରେ ୬୫୪ ଜଣଙ୍କ ପ୍ରାଣ ହରାଇଛନ୍ତି। ଫଳରେ ମୋଟ ମୃତ୍ୟୁ ସଂଖ୍ୟା ୩୩ ହଜାର ୪୨୫ କୁ ବୃଦ୍ଧି ପାଇଛି। ଦେଶରେ ଏବେ ୪ଲକ୍ଷ ୯୬ ହଜାର ୯୯୮ ଜଣ ସକ୍ରିୟ ରୋଗୀ ଥିବାବେଳେ ୯ ଲକ୍ଷ ୫୨ ହଜାର ୭୪୩ ଜଣ ସୁସ୍ଥ ହୋଇଥିବା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି।

- Advertisement -

 

Hot this week

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

Related Articles

Popular Categories