www.samajalive.in
Monday, December 8, 2025
20.1 C
Bhubaneswar

୨୪ ଘଣ୍ଟାରେ ଦେଶରେ ୬୯ ହଜାର ୮୭୮ କରୋନା ଆକ୍ରାନ୍ତ, ୯୪୫ ମୃତ

ନୂଆଦିଲ୍ଲୀ: ଭାରତରେ କରୋନା ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନକୁ ଦିନ ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି । ଗତ ୨୪ ଘଣ୍ଟାରେ ୬୯ ହଜାର ୮୭୮କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏଥିସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୯ ଲକ୍ଷ ୭୫ହଜାର୭୦୧ ରେ ପହଞ୍ଚିଛି। ସେହିପରି ଗୋଟିଏ ଦିନରେ ୯୪୫ ଜଣ କରୋନା କରୋନା ଆକ୍ରାନ୍ତରେ ପ୍ରାଣ ହରାଇଛନ୍ତି। ଫଳରେ ମୋଟ ମୃତ୍ୟୁ ସଂଖ୍ୟା ୫୫ ହଜାର ୭୯୪ କୁ ବୃଦ୍ଧି ପାଇଛି। ଦେଶରେ ଏବେ ୬ଲକ୍ଷ ୯୭ ହଜାର ୩୩୦ ଜଣ ସକ୍ରିୟ ରୋଗୀ ଥିବାବେଳେ ୨୨ ଲକ୍ଷ ୨୨ ହଜାର ୫୭୭ ଜଣ ସୁସ୍ଥ ହୋଇଥିବା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି।

Hot this week

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

ସୂନାମୀ ଆଲର୍ଟ, ଜାପାନ୍‌ରେ ଜୋରଦାର ଭୂମିକମ୍ପ

ଟୋକିଓ - ଜାପାନରେ ଜୋରଦାର ଭୂମିକମ୍ପ ଅନୁଭୂତ ହୋଇଛି । ଜାପାନ...

Related Articles

Popular Categories