ନୂଆଦିଲ୍ଲୀ : ଦେଶରେ ଗତ ୨୪ ଘଣ୍ଟାରେ ୮୩ ହଜାର ୩୪୧ ଜଣ କରୋନାରେ ଆକ୍ରାନ୍ତ ହୋଇଥିବାବେଳେ ୧୦୯୬ ଜଣଙ୍କର ମୃତ୍ୟୁ ହୋଇଛି। ଫଳରେ ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୯ ଲକ୍ଷ ୩୬ ହଜାର ୭୪୧କୁ ବୃଦ୍ଧି ପାଇଛି। କରୋନା ଜନିତ ମୃତ୍ୟୁ ସଂଖ୍ୟା ୬୮ ହଜାର ୪୭୨ରେ ପହଞ୍ଚିଛି। ଅନ୍ୟପଟେ ୩୦ ଲକ୍ଷ ୩୭ ହଜାର ୧୫୧ ଜଣ କରୋନାରୁ ଆରୋଗ୍ୟ ଲାଭ କରି ଘରକୁ ଫେରିଛନ୍ତି ଏବଂ ଆକ୍ଟିଭ୍ କେସ୍ ୮ ଲକ୍ଷ ୩୧ ହଜାର ୧୨୪ ରହିଛି। ଏନେଇ କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି।
Popular Categories



