www.samajalive.in
Saturday, December 13, 2025
23.1 C
Bhubaneswar

ଦେଶରେ ୯୦ ହଜାର ଟପିଲା କରୋନା ମୃତ୍ୟୁ ସଂଖ୍ୟା , ୨୪ ଘଣ୍ଟାରେ ୧୦୮୫ ମୃତ

ନୂଆଦିଲ୍ଲୀ: ଭାରତରେ କରୋନା ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନକୁ ଦିନ ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ  ୮୩  ହଜାର ୩୪୭ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏଥିସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫୬ ଲକ୍ଷ ୪୬ ହଜାର ୦୧୦ ରେ ପହଞ୍ଚିଛି। ସେହିପରି ଗୋଟିଏ ଦିନରେ ୧,୦୮୫ ଜଣ କରୋନା କରୋନା ଆକ୍ରାନ୍ତରେ ପ୍ରାଣ ହରାଇଛନ୍ତି। ଏଥିସହ ମୋଟ ମୃତ୍ୟୁ ସଂଖ୍ୟା ୯୦ ହଜାର ୦୨୦ କୁ ବୃଦ୍ଧି ପାଇଛି। ଦେଶରେ ଏବେ ୯ ଲକ୍ଷ ୬୮ହଜାର ୩୭୭ ଜଣ ସକ୍ରିୟ ରୋଗୀ ଥିବାବେଳେ ୪୫ ଲକ୍ଷ ୮୭ ହଜାର ୬୧୩ ଜଣ ସୁସ୍ଥ ହୋଇଥିବା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି।

Hot this week

ଡାଏବେଟିସ ପାଇଁ ଆସିଲା ଇଞ୍ଜେକ୍ସନ୍

ନୂଆଦିଲ୍ଲୀ : ଡେନମାର୍କ ଔଷଧ କମ୍ପାନୀ ନୋଭୋ ନରଡିସ୍କ ଶେଷରେ ଭାରତରେ...

ତାଣ୍ଡବ ରଚିଲା ଘନ କୁହୁଡ଼ି : ଗୋଟିଏ ପରେ ଗୋଟିଏ ଛଅଟି ଗାଡ଼ି ଧକ୍କା

ସମାଜ ଲାଇଭ ଡ଼େସ୍କ : ଉତ୍ତର ପ୍ରଦେଶରେ ତାଣ୍ଡବ ରଚିଲା ଘନ...

ଫୁଟବଲର କିଙ୍ଗ୍‌ ଲିଓନେଲ୍‌ ମେସିଙ୍କୁ ଭେଟିଲେ ଶାହାରୁଖ

ସମାଜ ଡିଜିଟାଲ ଡେସ୍କ: ଆର୍ଜେଣ୍ଟିନାର କିମ୍ବଦନ୍ତୀ ଫୁଟବଲ ଷ୍ଟାର ଲିଓନେଲ୍‌ ମେସି...

ଭୟଙ୍କର ସଡ଼କ ଦୁର୍ଘଟଣା, ଟ୍ରକ୍ ଏବଂ ଅଟୋ ଧକ୍କାରେ ୩ ମୃତ

ସମାଜ ଡିଜିଟାଲ ଡେସ୍କ: ଉତ୍ତର ପ୍ରଦେଶର ଉନ୍ନାଓରେ ଏକ ଭୟଙ୍କର ସଡ଼କ...

ନୋବେଲ ବିଜେତା କାହିଁକି ବାରମ୍ବାର ହେଉଛନ୍ତି ଗିରଫ ? ପୂର୍ବରୁ ହୋଇସାରିଛନ୍ତି ୧୩ଥର

ନୂଆଦିଲ୍ଲୀ: ନୋବେଲ ପୁରସ୍କାର ବିଜେତା ନର୍ଗିସ୍ ମହମ୍ମଦୀ ଏବେ ଚର୍ଚ୍ଚାରେ ରହିଛନ୍ତି।...

Related Articles

Popular Categories