www.samajalive.in
Saturday, December 6, 2025
26.1 C
Bhubaneswar

ଦେଶରେ ଆଜି ୨ ହଜାର ୫୨୮ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଦେଶରେ ଆଜି ଗୋଟିଏ ଦିନରେ ୨ ହଜାର ୫୨୮ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ମୋଟ ଆକ୍ରାନ୍ତ ସଂଖ୍ୟା ୪ କୋଟି ୩୦ ଲକ୍ଷ ୪ ହଜାର ୫କୁ ବୃଦ୍ଧି ପାଇଛି। ଗତ ୨୪ ଘଂଟାରେ ଦେଶରେ ୩ ହଜାର ୯୯୭ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହେବା ପରେ ମୋଟ ଆରୋଗ୍ୟ ସଂଖ୍ୟା ୪ କୋଟି ୨୪ ଲକ୍ଷ ୫୮ ହଜାର ୫୪୩ରେ ପହଂଚିଛି ଓ ଆରୋଗ୍ୟ ହାର ୯୮.୭୩%କୁ ବୃଦ୍ଧି ପାଇଛି। ଅନ୍ୟପକ୍ଷରେ ଚିକିତ୍ସାଧୀନ ଅବସ୍ଥାରେ ୧୪୯ ଆକ୍ରାନ୍ତଂକ ମୃତ୍ୟୁ ହେବା ପରେ ଆଜି ସୁଦ୍ଧା କରୋନା ଜନିତ ମୃତ୍ୟୁ ସଂଖ୍ୟା ୫ ଲକ୍ଷ ୧୬ ହଜାର ୨୮୧କୁ ବୃଦ୍ଧି ପାଇଛି। ଦେଶରେ ଏବେ ସକ୍ରିୟ ଚିକିତ୍ସାଧିନଙ୍କ ସଂଖ୍ୟା ୨୯ ହଜାର ୧୮୧ ରହିଛି।

Hot this week

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

ଟ୍ରମ୍ପଙ୍କୁ ମିଳିଲା ଫିଫାର ପ୍ରଥମ ଶାନ୍ତି ପୁରସ୍କାର

ସମାଜ ଲାଇଭ ଡ଼େସ୍କ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ନୂତନ...

ଦୁଇ କୁଖ୍ୟାତ ଅପରାଧି କାବୁ, କାର୍ବାଇନ୍ ଜବତ

ଭୁବନେଶ୍ୱର : ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

Related Articles

Popular Categories