www.samajalive.in
Sunday, December 7, 2025
26.1 C
Bhubaneswar

ଦେଶରେ ହ୍ରାସ ଦୈନିକ ସଂକ୍ରମଣ ; ବୃଦ୍ଧି ଆରୋଗ୍ୟ ସଂଖ୍ୟା

ନୂଆଦିଲ୍ଲୀ : ଦେଶରେ ଧିରେ ଧିରେ ଦୈନିକ ସଂକ୍ରମଣ ହ୍ରାସ ପାଉଛି । ୨୪ ଘଣ୍ଟାରେ ଆଉ ୨୫,୦୭୨ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩,୨୪,୪୯,୩୦୬କୁ ବୃଦ୍ଧି ପାଇଛି । ଚିକିସôାଧୀନ ଅବସ୍ଥାରେ ଆଉ ୩୮୯ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪,୩୪,୭୫୬ରେ ପହଞ୍ଚିଛି ।ମୃତ୍ୟୁହାର ୧.୩୪% । ଦିନକରେ ୪୪,୧୫୭ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ମୋଟ ୩,୧୬,୮୦,୬୨୬ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।ଆରୋଗ୍ୟହାର ୯୭.୬୩% । ୩,୩୩,୯୨୪ ସକ୍ରିୟ ଆକ୍ରାନ୍ତ ଚିକିସôାଧୀନ ଅବସ୍ଥାରେ ରହିଛନ୍ତି। ସକ୍ରିୟ ଆକ୍ରାନ୍ତ ହାର ୧.୦୩%  ।୨୪ ଘଣ୍ଟାରେ ୭,୯୫,୫୪୩ ଟିକା ନେଇ ଥିବା ବେଳେ ମୋଟ ୫୮,୨୫,୪୯,୫୯୫ ଟିକା ନେଇ ସାରିଛନ୍ତି । ଦିନକରେ ୧୨,୯୫,୧୬୦ ନମୁନା ପରୀକ୍ଷା କରାଯାଇଥିବା ବେଳେ ମୋଟ ୫୦,୭୫,୫୧,୩୯୯ ନମୁନା ପରୀକ୍ଷା କରାଯାଇଛି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି ।

Hot this week

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

Related Articles

Popular Categories