www.samajalive.in
Saturday, December 6, 2025
26.1 C
Bhubaneswar

୧୮,୮୧୫ ନୂଆ ସଂକ୍ରମିତ ଚିହ୍ନଟ ; ଆରୋଗ୍ୟ ହାର ୯୮.୫୧%

ନୂଆଦିଲ୍ଲୀ : ଦେଶରେ କରୋନା ସଂକ୍ରମଣ ପୁଣି ବୃଦ୍ଧି ପାଇବାରେ ଲାଗିଛି । ଦିନକରେ ଆଉ ୧୮,୮୧୫ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏଥି ସହ ମୋଟ ସଂକ୍ରମିତଙ୍କ ସଂଖ୍ୟା ୪ କୋଟି ୩୫ ଲକ୍ଷ ୮୫ ହଜାର ୫୫୪କୁ ବୃଦ୍ଧି ପାଇଛି । ସେହିପରି ଗତ ୨୪ ଘଣ୍ଟା ମଧ୍ୟରେ ୧୫,୮୯୯ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଫଳରେ ଦେଶରେ ମୋଟ ଆରୋଗ୍ୟ ସଂଖ୍ୟା ୪ କୋଟି ୨୯ ଲକ୍ଷ ୩୭ ହଜାର ୮୭୬ରେ ପହଞ୍ଚିଛି । ଦେଶରେ କରୋନା ଆରୋଗ୍ୟ ହାର ୯୮.୫୧% ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ ୩୮ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ସହ ଦେଶରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫ ଲକ୍ଷ ୨୫ହଜାର ୩୪୩ରେ ପହଞ୍ଚିଛି।

ଦେଶରେ ଚିକିତ୍ସାଧୀନ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ୨୨ହଜାର ୩୩୫କୁ ବୃଦ୍ଧି ପାଇଛି। ଅନ୍ୟପକ୍ଷରେ  ସକ୍ରିୟ ଆକ୍ରାନ୍ତ ହାର ୦.୨୮ % ରହିଛି।

Hot this week

‘ବାବୁଜୀ ଥିଲେ ଗୁରୁ ଶିଷ୍ୟ ପରମ୍ପରାରେ ଶ୍ରେଷ୍ଠ ନିଦର୍ଶନ’

ଗୁରୁଡ଼ିଝାଟିଆ: ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ ‘ସମାଜ’ର...

ବିଛଣା ପାଖରେ ଔଷଧ ରଖୁଛନ୍ତି କି ?

ନୂଆଦିଲ୍ଲୀ: ଏମିତି ଅନେକ ଲୋକ ଅଛନ୍ତି, ଯେଉଁମାନେ ଔଷଧ ଖାଆନ୍ତି ଏବଂ...

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

ଭାରତକୁ ୨୭୧ ରନର ଟାର୍ଗେଟ ଦେଲା ଦକ୍ଷିଣଆଫ୍ରିକା

ସମାଜଲାଇଭ ଡେସ୍କ: ଅନ୍ତିମ ଦିନିକିଆରେ ଭାରତକୁ ୨୭୧ ରନର ଟାର୍ଗେଟ ଦେଇଛି...

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

Related Articles

Popular Categories