www.samajalive.in
Tuesday, December 9, 2025
15.1 C
Bhubaneswar

ଦେଶରେ ୩୫,୪୯୯ ନୂଆ ସଂକ୍ରମିତ ଚିହ୍ନଟ

ନୂଆଦିଲ୍ଲୀ: ଦେଶରେ ଦିନକ ମଧ୍ୟରେ ୩୫,୪୯୯ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏଥିସହିତ ଗୋଟିଏ ଦିନରେ ୩୯,୬୮୬ ଜଣ ସୁସ୍ଥ ହୋଇଛନ୍ତି। ଆରୋଗ୍ୟ ହାର ୯୭.୪୦% ରହିଛି। ଏପର୍ଯ୍ୟନ୍ତ ଦେଶରେ ମୋଟ ୩,୧୧,୩୯,୪୫୭ ଜଣ କରୋନା ରୋଗୀ ସୁସ୍ଥ ହୋଇସାରିଥିବାବେଳେ ସଂପ୍ରତି ୪,୦୨,୧୮୮ ଜଣ ସକ୍ରିୟ ରୋଗୀ ରହିଛନ୍ତି।
ଦେଶରେ ଦୈନିକ ସଂକ୍ରମଣ ହାର ୨.୫୯% ଏବଂ ସାପ୍ତାହିକ ହାର ୨.୩୫% ରହିଛି। ରବିବାର ସଂଧ୍ୟା ସୁଦ୍ଧା ମୋଟ ୪୮.୧୭ କୋଟି ନମୁନା ପରୀକ୍ଷା କରାଯାଇସାରିଛି ଏବଂ ସେହି ସମୟ ମଧ୍ୟରେ ୫୦.୮୬ କୋଟି ପାନ ଟିକା ଦିଆଯାଇଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories