www.samajalive.in
Sunday, December 7, 2025
15.1 C
Bhubaneswar

୪ରାଜ୍ୟରେ ଆସନ୍ତାକାଲି ମକ୍‍ ଡ୍ରିଲ୍‍

ସମାଜ ଡିଜିଟାଲ ଡେସ୍କ: ପୁଣି ହେବ ମକ୍‍ ଡ୍ରିଲ୍‍ । ପାକିସ୍ତାନ ସୀମାବର୍ତ୍ତୀ ରାଜ୍ୟଗୁଡିକରେ ଆସନ୍ତାକାଲି ପୁଣି ଥରେ ମକ୍‍ ଡ୍ରିଲ୍‍ କରାଯିବ । ଗୁଜରାଟ, ପଞ୍ଜାବ, ରାଜସ୍ଥାନ, ଜମ୍ମୁ-କାଶ୍ମୀରରେ ହେବ ମକ୍‍ ଡ୍ରିଲ୍‍ । ଏନେଇ ପ୍ରଶାସନ ପକ୍ଷରୁ ନିର୍ଦ୍ଦେଶ ଜାରି କରାଯାଇଛି । ଏହି ସମୟ ମଧ୍ୟରେ ପ୍ରଶାସନ ଲୋକଙ୍କୁ ସକର୍ତ ରହିବାକୁ ପରାମର୍ଶ ଦେବ ।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories