www.samajalive.in
Friday, December 5, 2025
27.1 C
Bhubaneswar

‘ମନ୍ କି ବାତ୍’ରେ ପ୍ରଧାନମନ୍ତ୍ରୀଙ୍କ ଡିଜିଟାଲ୍ ପେମେଣ୍ଟକୁ ପ୍ରଶଂସା

ଡେସ୍କ: ଆଜି ମାସିକ ରେଡ଼ିଓ କାର୍ଯ୍ୟକ୍ରମ ‘ମନ୍ କି ବାତ୍’ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଡିଜିଟାଲ୍ ପେମେଣ୍ଟକୁ ପ୍ରଶଂସା କରି କହିଛନ୍ତି, ଏହି ପାର୍ବଣ ଋତୁରେ ଆଉ ଗୋଟିଏ ବଡ଼ ଟ୍ରେଣ୍ଡ ଦେଖିବାକୁ ମିଳିଛି। କ୍ରମାଗତ ଭାବେ ଦ୍ୱିତୀୟ ବର୍ଷରେ ମଧ୍ୟ ଦୀପାବଳୀ ସମୟରେ ଟଙ୍କା ଦିଆନିଆ କରି ଜିନିଷ କ୍ରୟ କରିବାର ପରମ୍ପରା ଧିରେ ଧିରେ ହ୍ରାସ ପାଇ ଚାଲିଛି। ଅର୍ଥାତ୍, ଲୋକେ ଏବେ ଅଧିକରୁ ଅଧିକ ଡିଜିଟାଲ୍ ପେମେଣ୍ଟ କରୁଛନ୍ତି। ଏକଥା ମଧ୍ୟ ଅତ୍ୟନ୍ତ ଉତ୍ସାହଜନକ। ସେ ଲୋକମାନଙ୍କୁ ମାସେ ପର୍ଯ୍ୟନ୍ତ କେବଳ ୟୁପିଆଇ କିମ୍ବା ଅନ୍ୟ କୌଣସି ଡିଜିଟାଲ୍ ମାଧ୍ୟମରେ ହିଁ ଟଙ୍କା ପ୍ରଦାନ କରିବା ପାଇଁ ଆହ୍ୱାନ ଦେଇଛନ୍ତି। ସେ କହିଛନ୍ତି, ଭାରତରେ ଡିଜିଟାଲ ବିପ୍ଳବ ଏହାକୁ ସମ୍ଭବ କରିସାରିଛି।

Hot this week

ମୋଦୀ କହିଲେ ଭାରତ ନିରପେକ୍ଷ ନୁହେଁ, ବିଶ୍ୱ ଶାନ୍ତି ସପକ୍ଷରେ; ପୁଟିନ କଣ କହିଲେ ଜାଣନ୍ତୁ

ସମାଜ ଡିଜିଟାଲ ଡେସ୍କ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା...

କମିଲା ରେପୋ ହାର

ସମାଜ ଲାଇଭ ଡ଼େସ୍କ : ଭାରତୀୟ ରିଜର୍ଭ ବ୍ୟାଙ୍କର ତିନି ଦିନିଆ...

ଆଜି ମଧ୍ୟରାତ୍ରି ପର୍ଯ୍ୟନ୍ତ ଇଣ୍ଡିଗୋ ବିମାନ ବାତିଲ

ସମାଜ ଲାଇଭ ଡ଼େସ୍କ : ଚତୁର୍ଥ ଦିନ ପାଇଁ ଇଣ୍ଡିଗୋ ବିମାନ...

ଭାରତ-ରୁଷ ଶିଖ ସମ୍ମିଳନୀ; ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ

ନୂଆଦିଲ୍ଲୀ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ ହୋଇଛି ।...

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

Related Articles

Popular Categories