www.samajalive.in
Monday, December 15, 2025
24.1 C
Bhubaneswar

ଭାରତ-ଇଂଲଣ୍ଡ ମ୍ୟାଚ: ୨ରୁ ଅନଲାଇନ ଟିକଟ ବିକ୍ରି; କାଉଣ୍ଟରରେ ୫ ଓ ୬

ଭୁବନେଶ୍ୱର: ଐତିହାସିକ ବାରବାଟୀ ଷ୍ଟାଡିୟମରେ ଦିନିକିଆ ମ୍ୟାଚରେ ଭାରତ ଓ ଇଂଲଣ୍ଡ ମୁହାଁମୁହଁ ହେବେ। ୨୦୨୫ ଫେବୃଆରୀ ୯ ତାରିଖରେ ଏହି ମ୍ୟାଚ୍ ବାରବାଟୀ ଷ୍ଟାଡିୟମରେ ଖେଳାଯିବ। ଫେବୃଆରୀ ୯ରେ ଭାରତ-ଇଂଲଣ୍ଡ ଦିବାରାତ୍ର ଖେଳାଯିବାକୁଥିବା ଏହି ମ୍ୟାଚ ପାଇଁ ଆସନ୍ତା ୫ ଓ ୬ରେ ବାରବାଟୀ ଷ୍ଟାଡିୟମ କାଉଣ୍ଟରରେ ଟିକଟ ବିକ୍ରି ହେବ। ସେହିପରି ଫେବୃଆରୀ ୨ତାରିଖରେ ଅନଲାଇନରେ ୪ ହଜାର ଟିକଟ ବିକ୍ରି କରାଯିବ ବୋଲି କ୍ରୀଡ଼ା ଓ ଯୁବ ବ୍ୟାପାର ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ସୂଚନା ଦେଇଛନ୍ତି। ଚଳିତ ଥର ବାରବାଟୀ ଷ୍ଟାଡ଼ିୟମ ବାହାରେ ଫ୍ୟାନ ପାର୍କର ବ୍ୟବସ୍ଥା କରାଯିବ ବୋଲି ସେ ପ୍ରକାଶ କରିଛନ୍ତି।

Hot this week

ମିଥ୍ୟା ପିନ୍ଧିଥାଏ ବସନ….

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାୟିତ୍ୱ ନେବା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ...

ଶ୍ରମଜୀବୀ ନା ଶ୍ରମଯୋଗୀ

ଖଣିଜ ପଦାର୍ଥ ସମୃଦ୍ଧ ରାଜ୍ୟ ମଧ୍ୟରେ ଅବିଭକ୍ତ ବିହାର ଓ ଓଡ଼ିଶା...

ଆଜିର ପଞ୍ଚାଙ୍ଗ: ସତର୍କ ରୁହନ୍ତୁ, ୧ଘଣ୍ଟା ପାଇଁ ରହିବ ରାହୁକାଳ

ସମାଜ ଡିଜିଟାଲ ଡେସ୍କ: ସନାତନ ଧର୍ମର ଅନୁଗାମୀମାନଙ୍କ ପାଇଁ ସଫଲା ଏକାଦଶୀର...

ଚିନ୍ତାକଳ୍ପ : ସ୍ଥିତପ୍ରଜ୍ଞ ମହାତ୍ମା

ଏକଦା ତୀର୍ଥଙ୍କର ମହାବୀର ପୂର୍ବ ଦିଗକୁ ମୁହଁକରି ଆଖିବୁଜି ଧ୍ୟାନସ୍ଥ ଥାଆନ୍ତି।...

ସମ୍ପାଦକୀୟ : ଷ୍ଟାମ୍ପ ଡ୍ୟୁଟି ସଂଶୋଧନ

ସାଧାରଣଙ୍କୁ ସୁହାଇବା ଉଚିତ ନିଜର ଗୋଟିଏ ଘର ତୋଳିବା କିମ୍ବା ଛୋଟ ଜମିଟିଏ...

Related Articles

Popular Categories