www.samajalive.in
Tuesday, December 9, 2025
16.1 C
Bhubaneswar

କିଛି ସମୟ ପରେ ମହାଲଢେଇ: ବାରବାଟୀରେ ଭାରତ-ଇଂଲଣ୍ଡ ଟିମ୍

କଟକ: ଆଜି  ଭାରତ ଓ ଇଂଲଣ୍ଡ ମଧ୍ୟରେ ରହିଛି କଡା ଟକ୍କର। କଟକର ବାରବାଟୀ ଷ୍ଟାଡିୟମରେ ଦ୍ୱିତୀୟ ଦିନିକିଆ ମ୍ୟାଚ ଖେଳାଯିବ । ୩ ମ୍ୟାଚ ବିଶିଷ୍ଟ ସିରିଜରେ ଭାରତ ୧-୦ରେ ଅଗ୍ରଣୀ ରହିଛି। ଆଜି ମ୍ୟାଚ୍ ଜିତି ଭାରତ ଓ୍ବାନଡେ ସିରିଜ୍ କବଜା କରିବାକୁ ଲକ୍ଷ୍ୟ ରଖିଛି। ବାରବାଟୀ ସବୁବେଳେ ଭାରତୀୟ ଦଳ ପାଇଁ ଭାଗ୍ୟଶାଳୀ ସାବ୍ୟସ୍ତ ହୋଇଛି। ତେବେ ଆଜି ଏ ନେଇ ଭୁବନେଶ୍ବର ମେ ଫେୟାର ହୋଟେଲରୁ ବାହାରି ଦୁଇଟି ଟିମ୍ ଷ୍ଟାଡିୟମରେ ପହଞ୍ଚିଛନ୍ତି । କଡା ସୁରକ୍ଷା ମଧ୍ୟରେ ପ୍ରଥମେ ଇଂଲଣ୍ଡର ଖେଳାଳିମାନେ ହୋଟେଲରୁ ବାହାରି ବାରବାଟୀ ଅଭିମୁଖେ ବାହାରିଥିଲେ । ପରେ ପରେ ବାହାରିଥିଲେ ଟିମ୍ ଇଣ୍ଡିଆର ଖେଳାଳିମାନେ। ତେବେ ଉଭୟ ଦଳର ଖେଳାଳିମାନଙ୍କୁ ଦେଖିବା ପାଇଁ ଭୁବନେଶ୍ବରରୁ କଟକ ମଧ୍ୟରେ ଥିବା ରାସ୍ତା କଡରେ କ୍ରିକେଟ୍ ପ୍ରେମୀଙ୍କ ଭିଡ ପରିଲକ୍ଷିତ ହୋଇଛି।

 

Hot this week

୨୦୨୬ରେ ଦୁଇ ଥର ଚଳନ କରିବେ ରହୁ: ଏହି ରାଶିରେ ବର୍ଷିବ ଧନ

ସମାଜ ଡିଜିଟାଲ ଡେସ୍କ: ନୂଆ ବର୍ଷ, ନୂଆ ଆଶା ନେଇ ଆସୁଛି...

ସେନସେକ୍ସ ୬୧୦ ପଏଣ୍ଟ ଓ ନିଫ୍ଟି ୨୨୬ ପଏଣ୍ଟ ହ୍ରାସ

ନୂଆଦିଲ୍ଲୀ : ଘରୋଇ ଇକ୍ୱିଟି ସୂଚକାଙ୍କ ସୋମବାର ହ୍ରାସ ପାଇଛି। ସୂଚକାଙ୍କଗୁଡ଼ିକ...

ବୁଧବାର ଭାରତ-ଆମେରିକା ଆଲୋଚନା

ନୂଆଦିଲ୍ଲୀ : ବୁଧବାର ପରବର୍ତ୍ତୀ ପର୍ଯ୍ୟାୟ ଭାରତ-ଆମେରିକା ମୁକ୍ତ ବାଣିଜ୍ୟ ଚୁକ୍ତି...

ଦୁର୍ନୀତି ବ୍ୟାଧିର ଉପଚାର

ପୂର୍ବ ୟୁରୋପର ଦେଶ ଜର୍ଜିଆ, ଯାହା କି ପୂର୍ବରୁ ସୋଭିଏତ୍‌‌ ରୁଷ...

ଚିନ୍ତାକଳ୍ପ : ଗୃହୀ ସାଧକର ଆଭିମୁଖ୍ୟ

ମହର୍ଷି ଅଙ୍ଗିରାଙ୍କ ଆଶ୍ରମରେ ରହି ଶିଷ୍ୟମାନେ ଅଧ୍ୟୟନ କରୁଥାନ୍ତି। ତାଙ୍କ ମାର୍ଗଦର୍ଶନରେ...

Related Articles

Popular Categories