www.samajalive.in
Saturday, December 13, 2025
18.1 C
Bhubaneswar

ସାଧାରଣ ନିର୍ବାଚନର ପ୍ରଥମ ପର୍ଯ୍ୟାୟ ପାଇଁ ନାମାଙ୍କନ ପତ୍ର ଦାଖଲ ଆରମ୍ଭ, ଗେଜେଟ୍ ବିଜ୍ଞପ୍ତି ଜାରି

ଡେସ୍କ: ଆଜି ସକାଳୁ ପ୍ରଥମ ପର୍ଯ୍ୟାୟ ସାଧାରଣ ନିର୍ବାଚନ ପାଇଁ ନାମାଙ୍କନ ପତ୍ର ଦାଖଲ ଆରମ୍ଭ ହୋଇଛି। ଲୋକସଭା ୨୦୨୪ ସାଧାରଣ ନିର୍ବାଚନ ପାଇଁ ଭାରତର ନିର୍ବାଚନ ଆୟୋଗ ଆଜି ୨୧ଟି ରାଜ୍ୟ/କେନ୍ଦ୍ରଶାସିତ ଅଞ୍ଚଳର ୧୦୨ଟି ସଂସଦୀୟ କ୍ଷେତ୍ର ପାଇଁ ଗେଜେଟ୍ ବିଜ୍ଞପ୍ତି ଜାରି କରିବା ପରେ ଏହି ପ୍ରକ୍ରିୟା ଆରମ୍ଭ ହୋଇଛି। ପ୍ରଥମ ପର୍ଯ୍ୟାୟର ଏହି ନିର୍ବାଚନ ମଣ୍ଡଳୀଗୁଡ଼ିକରେ ୧୯.୦୪.୨୦୨୪ରେ ମତଦାନ ହେବ।

​ଲୋକସଭା ନିର୍ବାଚନ ୨୦୨୪ – ଆୟକର ନିର୍ଦ୍ଦେଶାଳୟ ପକ୍ଷରୁ ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ୍

- Advertisement -

ପ୍ରଥମ ପର୍ଯ୍ୟାୟରେ ଅରୁଣାଚଳ ପ୍ରଦେଶ, ଆସାମ, ବିହାର, ଛତିଶଗଡ଼, ମଧ୍ୟପ୍ରଦେଶ, ମହାରାଷ୍ଟ୍ର, ମଣିପୁର, ମେଘାଳୟ, ମିଜୋରାମ, ନାଗାଲାଣ୍ଡ, ରାଜସ୍ଥାନ, ସିକ୍କିମ, ତାମିଲନାଡୁ, ତ୍ରିପୁରା, ଉତ୍ତରପ୍ରଦେଶ, ଉତ୍ତରାଖଣ୍ଡ, ପଶ୍ଚିମବଙ୍ଗ, ଆଣ୍ଡାମାନ ଓ ନିକୋବର ଦ୍ୱୀପପୁଞ୍ଜ, ଜମ୍ମୁ ଓ କଶ୍ମୀର, ଲାକ୍ଷାଦ୍ୱୀପ ଓ ପୁଡୁଚେରୀ ଅନ୍ତର୍ଭୁକ୍ତ।

Hot this week

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

ତାମିଲନାଡୁ, ସଡକ ଦୁର୍ଘଟଣାରେ ଓଡିଆ ଯୁବକଙ୍କ ମୃତ୍ୟୁ ।

ଧାମରା : ତାମିଲନାଡୁ ରେ ଏକ ସଡକ ଦୁର୍ଘଟଣାରେ ଜଣେ ଓଡିଆ...

ଓଃ କି ଦୁର୍ଭାଗ୍ୟ ! ଗାଈ ଖୋଜି ଜଙ୍ଗଲ ଯାଇଥିଲେ, ଗୟଳ ଆକ୍ରମଣରେ ଚାଲିଗଲା ଜୀବନ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରି କୁଲଡିହା ଅଭୟାରଣ୍ୟ ଭିତରେ...

Related Articles

Popular Categories