ସାଧାରଣ ନିର୍ବାଚନର ପ୍ରଥମ ପର୍ଯ୍ୟାୟ ପାଇଁ ନାମାଙ୍କନ ପତ୍ର ଦାଖଲ ଆରମ୍ଭ, ଗେଜେଟ୍ ବିଜ୍ଞପ୍ତି ଜାରି

ଡେସ୍କ: ଆଜି ସକାଳୁ ପ୍ରଥମ ପର୍ଯ୍ୟାୟ ସାଧାରଣ ନିର୍ବାଚନ ପାଇଁ ନାମାଙ୍କନ ପତ୍ର ଦାଖଲ ଆରମ୍ଭ ହୋଇଛି। ଲୋକସଭା ୨୦୨୪ ସାଧାରଣ ନିର୍ବାଚନ ପାଇଁ ଭାରତର ନିର୍ବାଚନ ଆୟୋଗ ଆଜି ୨୧ଟି ରାଜ୍ୟ/କେନ୍ଦ୍ରଶାସିତ ଅଞ୍ଚଳର ୧୦୨ଟି ସଂସଦୀୟ କ୍ଷେତ୍ର ପାଇଁ ଗେଜେଟ୍ ବିଜ୍ଞପ୍ତି ଜାରି କରିବା ପରେ ଏହି ପ୍ରକ୍ରିୟା ଆରମ୍ଭ ହୋଇଛି। ପ୍ରଥମ ପର୍ଯ୍ୟାୟର ଏହି ନିର୍ବାଚନ ମଣ୍ଡଳୀଗୁଡ଼ିକରେ ୧୯.୦୪.୨୦୨୪ରେ ମତଦାନ ହେବ। ​ଲୋକସଭା ନିର୍ବାଚନ ୨୦୨୪ – ଆୟକର ନିର୍ଦ୍ଦେଶାଳୟ ପକ୍ଷରୁ ୨୪ ଘଣ୍ଟିଆ … Continue reading ସାଧାରଣ ନିର୍ବାଚନର ପ୍ରଥମ ପର୍ଯ୍ୟାୟ ପାଇଁ ନାମାଙ୍କନ ପତ୍ର ଦାଖଲ ଆରମ୍ଭ, ଗେଜେଟ୍ ବିଜ୍ଞପ୍ତି ଜାରି