www.samajalive.in
Thursday, December 11, 2025
15.1 C
Bhubaneswar

ଋଷରେ ଥିବା ଭାରତୀୟଙ୍କୁ ସତର୍କତା ଅବଲମ୍ବନ କରିବାକୁ କେନ୍ଦ୍ର ସରକାରଙ୍କ ପରାମର୍ଶ

ଡେସ୍କ: ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ ଋଷରେ ଥିବା ସମସ୍ତ ଭାରତୀୟ ନାଗରିକଙ୍କୁ ଉପଯୁକ୍ତ ସତର୍କତା ଅବଲମ୍ବନ କରିବାକୁ ଏବଂ ସଂଘର୍ଷକୁ ଏଡ଼ାଇବାକୁ ଅନୁରୋଧ କରିଛି। ଋଷରେ ଫସି ରହିଥିବା ଭାରତୀୟଙ୍କ ସମ୍ପର୍କରେ ସାମ୍ବାଦିକଙ୍କ ପ୍ରଶ୍ନର ଉତ୍ତର ଦେଇ ମନ୍ତ୍ରଣାଳୟ ମୁଖପାତ୍ର ରଣଧୀର ଜୟସ୍ୱାଲ କହିଛନ୍ତି ଯେ କିଛି ଭାରତୀୟ ନାଗରିକ ଋଷ ସେନାରେ ସହାୟକ ଭାବେ ନିୟୋଜିତ ଥିଲେ। ସେମାନଙ୍କୁ ମୁକ୍ତ କରିବା ନେଇ ଭାରତୀୟ ଦୂତାବାସ ଋଷ କର୍ତ୍ତୃପକ୍ଷଙ୍କ ସହ ନିରନ୍ତର ଯୋଗାଯୋଗରେ ରହିଛି ବୋଲି ସେ କହିଛନ୍ତି।

ପେଟିଏମ୍ ଗ୍ରାହକଙ୍କ ପାଇଁ ଖୁସି ଖବର – ଆସିପାରେ ନୂଆ ଆପ

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories