www.samajalive.in
Saturday, December 13, 2025
14.1 C
Bhubaneswar

ସଞ୍ଜୟ ମାଲହୋତ୍ରା ଭାରତୀୟ ରିଜର୍ଭ ବ୍ୟାଙ୍କ ନୂଆ ଗଭର୍ଣ୍ଣର

ନୂଆଦିଲ୍ଲୀ: ଭାରତୀୟ ରିଜର୍ଭ ବ୍ୟାଙ୍କ(ଆରବିଆଇ)ର ନୂଆ ଗଭର୍ଣ୍ଣର ଭାବେ ସଞ୍ଜୟ ମାଲହୋତ୍ରାଙ୍କୁ ନିଯୁକ୍ତି ଦିଆଯାଇଛି। କେନ୍ଦ୍ର ସରକାରଙ୍କ ପକ୍ଷରୁ ୩ ବର୍ଷ ପାଇଁ ଆରବିଆଇ ଗଭର୍ଣ୍ଣର ଭାବେ ସଞ୍ଜୟ ମାଲହୋତ୍ରାଙ୍କୁ ନିଯୁକ୍ତି ମିଳିଛି।  କେନ୍ଦ୍ର ରାଜସ୍ବ ମନ୍ତ୍ରାଳୟର ସଚିବ ଥିବା ଶ୍ରୀ ମାଲହୋତ୍ରା ଆସନ୍ତା ଡିସେମ୍ବର ୧୧ ତାରିଖରୁ ଗଭର୍ଣ୍ଣର ଭାବେ ନୂଆ ଦାୟିତ୍ବ ଗ୍ରହଣ କରିବେ।

 

- Advertisement -

ଆଜି କ୍ୟାବିନେଟ କମିଟି ପକ୍ଷରୁ ସଞ୍ଜୟ ମାଲହୋତ୍ରାଙ୍କୁ ଗଭର୍ଣ୍ଣର ଭାବେ ନିଯୁକ୍ତି ଦିଆଯାଇଥିବା ନେଇ ସୂଚନା ମିଳିଛି। ୧୯୯୦ ବ୍ୟାଚର ରାଜସ୍ଥାନ କ୍ୟାଡର ଆଇଏଏସ ଅଫିସର ହେଉଛନ୍ତି ସଞ୍ଜୟ ମାଲହୋତ୍ରା। ବର୍ତ୍ତମାନ ଆରବିଆଇ ଗଭର୍ଣ୍ଣର ଥିବା ଶକ୍ତିକାନ୍ତ ଦାସଙ୍କଠାରୁ ସେ ଦାୟିତ୍ବ ଗ୍ରହଣ କରିବେ।

Hot this week

ଜାନୁଆରୀ ୩୦ରୁ ଅନଶନରେ ବସିବେ ଆନ୍ନା

ମୁମ୍ବଇ: ବିଶିଷ୍ଟ ଗାନ୍ଧୀବାଦୀ ନେତା ତଥା ସମାଜସେବୀ ଆନ୍ନା ହଜାରେ ଜାନୁଆରୀ...

“ବଳଦଙ୍କୁ ଖାଇଗଲା ବୋଲି, ବାଘକୁ ବିଷ ଦେଇ ମାରିଦେଲି”

ବଣାଇ : ତିନି ବଳଦ ଜଙ୍ଗଲକୁ ଚରିବାକୁ ଯାଇ ଆଉ ଫେରି...

ଭେଣ୍ଟିଲେଟରରେ ପୂର୍ବତନ ପ୍ରଧାନମନ୍ତ୍ରୀ ଖାଲେଦା ଜିଆ

ଢାକା: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ବେଗମ ଖାଲେଦା ଜିଆଙ୍କ ସ୍ବାସ୍ଥ୍ୟାବସ୍ଥା ଅତ୍ୟନ୍ତ...

ମେସିଙ୍କୁ ଦେଖିବା ପାଇଁ ଏୟାରପୋର୍ଟରେ ଅସମ୍ଭାଳ ଭିଡ; ଦେଖନ୍ତୁ ଭିଡ଼ିଓ

ସମାଜ ଡିଜିଟାଲ ଡେସ୍କ: ତିନି ଦିନିଆ ଭାରତ ଗସ୍ତରେ ଆସି କଲକାତା...

ଜନଗଣନା ପାଇଁ ୧୧,୭୧୮ କୋଟି ଟଙ୍କା ମଞ୍ଜୁର

ନୂଆଦିଲ୍ଲୀ: ଭାରତର ଜନଗଣନା ୨୦୨୭ ପାଇଁ ୧୧,୭୧୮. ୨୪ କୋଟି ଟଙ୍କାର...

Related Articles

Popular Categories