ବିଶ୍ୱରେ ମହିଳା ସଶକ୍ତୀକରଣ ପାଇଁ ଭାରତ ଆଦର୍ଶ ପାଲଟିଛି – ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଡେସ୍କ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ କହିଛନ୍ତି ଯେ ଭାରତ ବିଶ୍ୱରେ ମହିଳା ସଶକ୍ତିକରଣ ପାଇଁ ଏକ ମଡେଲ ପାଲଟିଛି। ସୁଯୋଗ ମିଳିଲେ ସେମାନେ ସବୁ କ୍ଷେତ୍ରରେ ନିଜ ପୁରୁଷ ପ୍ରତିପକ୍ଷଙ୍କୁ ପଛରେ ପକାଇ ପାରିବେ ବୋଲି ଦେଶର ମହିଳାମାନେ ପ୍ରମାଣିତ କରିଛନ୍ତି। ଇସ୍ରାଏଲ ସେନାର ଗୁଳିମାଡରେ ୧୦୪ ପାଲେଷ୍ଟାଇନ ନାଗରିକଙ୍କ ମୃତ୍ୟୁ ଆଜି ସକାଳେ ଗଞ୍ଜାମ ଜିଲ୍ଲା ଭଞ୍ଜବିହାରଠାରେ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ୨୫ତମ ସମାବର୍ତ୍ତନ ଉତ୍ସବରେ ଉଦବୋଧନ ଦେଇ ରାଷ୍ଟ୍ରପତି ଏହା କହିଛନ୍ତି। ସେ କହିଛନ୍ତି ଯେ … Continue reading ବିଶ୍ୱରେ ମହିଳା ସଶକ୍ତୀକରଣ ପାଇଁ ଭାରତ ଆଦର୍ଶ ପାଲଟିଛି – ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ