www.samajalive.in
Tuesday, December 9, 2025
19.1 C
Bhubaneswar

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ ଘଟିଛି । ଅଭିଷେକ୍‌ ଶର୍ମା ୧୭ ରନ୍‌ କରି ସିମ୍ପାଲାଙ୍କ ଓଭର୍‌ରେ କ୍ୟାଚ୍‌ ଆଉଟ୍‌ ହୋଇଥିଲେ । ଭାରତର ସ୍କୋର  ୧୭ ରନ୍‌ରେ ଭାରତର ସୂର୍ଯ୍ୟକୁମାର ଯାଦବ ୧୨ ରନ୍‌ କରି ଆଉଟ୍‌ ହୋଇଥିଲେ । ଲୁଙ୍ଗି ନିଗିଡିଙ୍କ ବଲ୍‌ରେ ସେ କ୍ୟାଚ୍‌ ଆଉଟ୍‌ ହୋଇଥିଲେ ।

ପ୍ରଥମ ଓଭରରେ ପ୍ରଥମ ଉଇକେଟର ପତନ ଘଟିଥିଲା। ଶୁବମନ ଗିଲ୍‌ ୪ ରନ କରି ଆଉଟ ହୋଇଥିଲେ। ଗିଲ୍‌ ଏବଂ ଅଭିଶେ​‌କ ଶର୍ମା ଇନିଂସ ଓପନ କରିଥିଲେ। ଅଭିଶେକ ପ୍ରଥମ ବଲରେ ସିଗଲ ରନ କରିଥିଲେ। ୨ ବଲରେ ଗିଲ୍ ଚଉକା ମାରିଥିଲେ। ୩ୟ ବଲରେ ବଡ଼ ଶଟ୍ ମାରିବାକୁ ଯାଇ ସେ ଲଙ୍ଗ ଅନ୍‌ରେ କ୍ୟାଚ ଆଉଟ୍‌ ହୋଇଯାଇଥିଲେ।

Hot this week

ପ୍ରଥମେ ବ୍ୟାଟିଂ କରିବ ଭାରତ

କଟକ: ଆଉ ମାତ୍ର କିଛି ସମୟର ଅପେକ୍ଷା। କଟକ ବାରବାଟୀ ଷ୍ଟାଡିୟମରେ...

ଇଣ୍ଡୋନେସିଆରେ ବଡ଼ ଧରଣର ଅଗ୍ନିକାଣ୍ଡ, ୨୦ ମୃତ

ସମାଜଲାଇଭ ଡେସ୍କ: ଇଣ୍ଡୋନେସିଆର ଜାକାର୍ତ୍ତାରେ ମଙ୍ଗଳବାର ଏକ ବଡ଼ ଧରଣର ଅଗ୍ନିକାଣ୍ଡ...

ଯୁକ୍ତ ଦୁଇ ପରୀକ୍ଷା ସୂଚୀ ସାମାନ୍ୟ ପରିବର୍ତ୍ତନ

ଭୁବନେଶ୍ଵର : ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ସାମାନ୍ୟ ପରିବର୍ତ୍ତନ ହୋଇଛି।...

ଦେଢ଼ବର୍ଷରେ ମଲେଣି ୧୩୬ ହାତୀ

ସମାଜଲାଇଭ ଡେସ୍କ: ରାଜ୍ୟରେ ହାତୀ ଅସୁରକ୍ଷିତ। ହାତୀ ମୃତ୍ୟୁ ରୋକିବାରେ ସରକାର...

ପାନୀୟଜଳ ସମସ୍ୟା ଦୂର ପାଇଁ ନିର୍ମାଣ ହେଉଛି ୬,୬୪୬ ନୂତନ ନଳକୂପ

ସମାଜଲାଇଭ ଡେସ୍କ: ରାଜ୍ୟରେ ଆଗକୁ ଆସୁଥିବା ଖରାଦିନ ପୂର୍ବରୁ ପାନୀୟଜଳ ସମସ୍ୟା...

Related Articles

Popular Categories