www.samajalive.in
Wednesday, December 10, 2025
26.1 C
Bhubaneswar

ନିରବ ମୋଦୀଙ୍କ ହାଜତ ମିଆଦ ବଢ଼ିଲା

ଲଣ୍ଡନ : ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ ଜାଲିଆତିରେ ଅଭିଯୁକ୍ତ ହୀରା ବ୍ୟବସାୟୀ ନିରବ ମୋଦିଙ୍କ ହାଜତ ମିଆଦକୁ ବ୍ରିଟେନର ଏକ ଅଦାଲତ ମାର୍ଚ୍ଚ ୨୪ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି। ମୋଦି ଭିଡିଓଲିଙ୍କ ଜରିଆରେ ଦକ୍ଷିଣ-ପଶ୍ଚିମ ଲଣ୍ଡନର ୱାଣ୍ଡ୍‍ସୱର୍ଥ ଜେଲରୁ ଗୁରୁବାର ଅଦାଲତରେ ହାଜର ହେବାପରେ ଅଦାଲତ ତାଙ୍କ ହାଜତ ମିଆଦ ବୃଦ୍ଧି କରିଥିଲେ। ସୂଚନାଯୋଗ୍ୟ ଯେ ଗୁରୁବାର ମୋଦିଙ୍କ ୪୯ତମ ଜନ୍ମଦିନ ଥିଲା। ଆସନ୍ତା ମେ ମାସରେ ତାଙ୍କ ମାମଲାର ଶୁଣାଣି କରାଯିବ।
ମାର୍ଚ୍ଚ ୨୪ରେ ତାଙ୍କୁ ପୁନର୍ବାର ଅଦାଲତରେ ହାଜର ହେବାକୁ ବିଚାରପତି ନିର୍ଦ୍ଦେଶ ଦେଇଛନ୍ତି। ମେ ୧୧ରୁ ପାଞ୍ଚଦିନ ଧରି ତାଙ୍କ ପ୍ରତ୍ୟର୍ପଣ ମାମଲାର ଶୁଣାଣି କରାଯିବ।

Hot this week

ଭକ୍ତଙ୍କ ନେତୃତ୍ୱକୁ ମୋକିମଙ୍କ ଖୋଲା ଚ୍ୟାଲେଞ୍ଜ: ସୋନିଆଙ୍କୁ ଲେଖିଲେ ଚିଠି

ସମାଜ ଡିଜିଟାଲ ଡେସ୍କ: ପିସିସି ସଭାପତି ଭକ୍ତ ଦାସଙ୍କ ନେତୃତ୍ୱକୁ ନେଇ...

ଭଏସ୍‌ ମେସେଜ ନୁହେଁ , ଡାଇରେକ୍ଟ ଭିଡିଓ କଲ : ଗିରଫ ହେଲେ ରସିକିଆ କଲେଜ ଅଧ୍ୟକ୍ଷ

ବୋଲଗଡ: ଅଧ୍ୟାପିକାଙ୍କୁ ପ୍ରେମ ନିବେଦନ କରି ଫସିଲେ କଲେଜ ଅଧ୍ୟକ୍ଷ ।...

ଟ୍ରିବ୍ୟୁନାଲ ଯିବା ଭୁଲ ଥିଲା, ରାଜନୈତିକ ସମାଧାନ ହେଲେ ମହାନଦୀ ଜଳ ବିବାଦ ତୁଟିବ କହିଲେ ଜୟନାରାୟଣ

ସମାଜ ଡିଜିଟାଲ ଡେସ୍କ: ମହାନଦୀ ଜଳ ବିବାଦ ପ୍ରସଙ୍ଗରେ କମିଟି ସଦସ୍ୟ...

ଏସଆଇ ଜାଲିଆତି ମାମଲା: ସିବିଆଇର ରିମାଣ୍ଡ ଆବେଦନ

ସମାଜ ଡିଜିଟାଲ ଡେସ୍କ: ବହୁ ଚର୍ଚ୍ଚିତ ପୁଲିସ ଏସଆଇ ଜାଲିଆତି ମାମଲାରେ...

ୟୁନେସ୍କୋ ତାଲିକାରେ ଦୀପାବଳି

ନୂଆଦିଲ୍ଲୀ : ଭାରତର ସର୍ବବୃହତ ସାଂସ୍କୃତିକ ଉତ୍ସବ, ଦୀପାବଳିକୁ ୟୁନେସ୍କୋରେ ସାମିଲ...

Related Articles

Popular Categories