www.samajalive.in
Sunday, December 14, 2025
17.1 C
Bhubaneswar

ଦେଶରେ ଓମିକ୍ରନ ସଂକ୍ରମଣ ୩୬୨୩କୁ ବୃଦ୍ଧି

ଦେଶରେ ଦୈନିକ କରୋନା ସଂକ୍ରମଣ ଆଜି ୧ ଲକ୍ଷ ୫୯ ହଜାର ୧୩୬ ବୃଦ୍ଧି ପାଇଥିବା ବେଳେ ଓମିକ୍ରନ ସଂକ୍ରମଣ ୩ ହଜାର ୬୨୩କୁ ବୃଦ୍ଧି ପାଇଛି। ମହାରାଷ୍ଟ୍ରରେ ଓମିକ୍ରନରେ ସର୍ବାଧିକ ୧୦୦୯ ଜଣ ସଂକ୍ରମଣ ହୋଇଛନ୍ତି। ଅନ୍ୟ ରାଜ୍ୟଗୁଡିକ ମଧ୍ୟରେ ଦିଲ୍ଲୀରେ ୫୧୩, କର୍ଣ୍ଣାଟକରେ ୪୪୧, ରାଜସ୍ଥାନରେ ୩୭୩, କେରଳରେ ୩୩୩, ଗୁଜୁରାଟରେ ୨୦୪ ଓ ତାମିଲନାଡୁରେ ୧୮୫ ଜଣ ସଂକ୍ରମିତ ହୋଇଛନ୍ତି।

ସେହିପରି ହରିୟାଣା ଓ ତେଲେଙ୍ଗାନାରେ ୧୨୩ ଜଣ ଲେଖାଏଁ, ଉତ୍ତରପ୍ରଦେଶରେ ୧୧୩ ଏବଂ ଓଡ଼ିଶାରେ ୭୫ ଜଣ ଆକ୍ରାନ୍ତ ହୋଇଛନ୍ତି। ସୂଚନା ମୁତାବକ, ଏ ପର୍ଯ୍ୟନ୍ତ ଦେଶରେ ଓମିକ୍ରନ ସଂକ୍ରମଣରୁ ୧୪୦୯ ଜଣ ସୁସ୍ଥ ହୋଇଛନ୍ତି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories