www.samajalive.in
Sunday, December 7, 2025
23.1 C
Bhubaneswar

ପିଓକେ ଫେରାଇବା ପାଇଁ ପାକ୍‍ ସହ ହୋଇପାରେ ଆଲୋଚନା

ସମାଜ ଡିଜିଟାଲ ଡେସ୍କ: ଭାରତ-ପାକିସ୍ତାନ ମଧ୍ୟରେ ଅସ୍ତ୍ରବିରତି ପରେ ବାୟୁସେନା ପକ୍ଷରୁ ଅପରେସନ ସିନ୍ଦୂର ଜାରି ରହିଛି ବୋଲି ସ୍ପଷ୍ଟ କରାଯାଇଛି । ଏହି ଅପରେସନ ଦ୍ୱାର ପ୍ରଥମ ଟାର୍ଗେଟ ପୁରଣ ହୋଇଥିବା ବେଳେ ଆଗାମୀ ପ୍ରସ୍ତୁତି ନେଇ ସୂଚନା ଦିଆଯିବ । ଏହାରି ଭିତରେ ଆଜି ମଧ୍ୟହ୍ନ ୧୨ଟାରେ ଦୁଇ ଦେଶର ଡିଜିଏମଓଙ୍କ ମଧ୍ୟରେ ବୈଠକ ହେବାକୁ ଯାଉଛି । ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଆଲୋଚନା ହେବାର ସୂଚନା ମିଳିଛି । ସୀମାନ୍ତ ରାଜ୍ୟଗୁଡିକ ରାଜସ୍ଥାନ, ପଞ୍ଜାବ, ଜାମ୍ମୁ-କାଶ୍ମୀର ଏବଂ ଗୁଜରାଟର ସୀମାବର୍ତ୍ତୀ ଅଞ୍ଚଳର ପରିସ୍ଥିତି ଏବେ ସ୍ୱାଭାବିକ ହେବାରେ ଲାଗିଛି । ବଜାର ଗୁଡିକ ଖୋଲିବା ସହ ଅନ୍ୟାନ୍ୟ କାର୍ଯ୍ୟକଳାପ ମଧ୍ୟ ସ୍ୱାଭାବିକ ହେବାରେ ଲାଗିଛି । ଗୁଜବରୁ ଦୂରେଇ ରହିବା ପାଇଁ ଲୋକମାନଙ୍କୁ ପରାମର୍ଶ ଦେଇଛି ଭାରତୀୟ ବାୟୁସେନା ।

Hot this week

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

Related Articles

Popular Categories