www.samajalive.in
Sunday, December 7, 2025
13.1 C
Bhubaneswar

ରାଷ୍ଟ୍ରପତି ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି

ଭୁବନେଶ୍ୱର: ରାଷ୍ଟ୍ରପତି ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି । ଆଜିଠୁ ରାଷ୍ଟ୍ରପତି ନିର୍ବାଚନ ପାଇଁ ନାମାଙ୍କନ ଆରମ୍ଭ ହୋଇଥିବା ବେଳେ ୨୯ ତାରିଖରେ ଶେଷ ହେବ ବୋଲି ବିଜ୍ଞପ୍ତିରେ କୁହାଯାଇଛି । ଜୁନ ୩୦ରେ ପ୍ରାର୍ଥିପତ୍ର ଯାଞ୍ଚ କରାଯିବ । ଜୁଲାଇ ୨ତାରିଖ ସୁଦ୍ଧା ପ୍ରାର୍ଥିପତ୍ର ପ୍ରତ୍ୟାର କରିପାରିବେ । ଜୁଲାଇ ୧୮ ତାରିଖରେ ରାଷ୍ଟ୍ରପତି ନିର୍ବାଚନ ହେବାକୁ ଥିବା ବେଳେ ୨୧ ତାରିଖରେ ଭୋଟ୍‌ ଗଣତି ହେବ । ଏନେଇ ଓଡ଼ିଶା ବିଧାନସଭା ସୂଚନା ଫଳକରେ ବିଜ୍ଞପ୍ତି ଲାଗିଥିବା ଦେଖିବାକୁ ମିଳିଛି ।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories